ପିଲାମାନେ ଅନ୍‌ଲାଇନ୍‌ରେ ପଢ଼ୁଛନ୍ତି କି’? ଦେଖାଦେଇପାରେ ଏସବୁ ସମସ୍ୟା, ଏପରି ହୁଅନ୍ତୁ ଯତ୍ନବାନ

ଲକ୍‌ଡାଉନ୍‌କୁ ପ୍ରାୟ ଦୁଇ ମାସ ବିତିଗଲାଣି। ଏହି ସମୟରେ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଛି। ପିଲାଙ୍କ ପାଠପଢ଼ାରେ ଯେମିତି କ୍ଷତି ନ ହେବା ବିଦ୍ୟାଳୟ ପକ୍ଷରୁ ଅନ୍‌ଲାଇନ ଶିକ୍ଷା ପ୍ରଦାନ କରାଯାଉଛି। ଏପରି ସ୍ଥିତିରେ ପିଲାମାନଙ୍କୁ ୩ରୁ ୪ ଘଣ୍ଟା ପର୍ଯ୍ୟନ୍ତ କମ୍ପ୍ୟୁଟର କିମ୍ବା ମୋବାଇଲ ଦେଖିବାକୁ ପଡ଼ୁଛି। ଯେଉଁଥିପାଇଁ ସେମାନଙ୍କର ଦୃଷ୍ଟିଶକ୍ତି ପ୍ରଭାବିତ ହେବା ସ୍ବାଭାବିକ୍‌ କଥା। ତେଣୁ ଅବିଭାବକମାନେ ପିଲାମାନଙ୍କ ଶିକ୍ଷା ସହିତ ଏସବୁ ଦିଗପ୍ରତି ଯତ୍ନବାନ ହେବା ଆବଶ୍ୟକ।

ଅନ୍‌ଲାଇନ୍‌ ଅଧ୍ୟୟନ କରିବା ସମୟରେ କିଛି ଘରୋଇ ଉପଚାର ଜାରି ରଖିବା ଜରୁରୀ। ଯଦି ପିଲାମାନେ କ୍ରମାଗତ ଭାବରେ କମ୍ପ୍ୟୁଟର କିମ୍ବା ମୋବାଇଲ୍‌କୁ ଚାହିଁ ରହୁଛନ୍ତି,କିଛି ସମୟ ପାଇଁ ସେମାନଙ୍କୁ ଆଖି ବନ୍ଦ କରିବାକୁ କୁହନ୍ତୁ। ଆଖିପତା ପକାଇବା ଦ୍ୱାରା ଆଖିକୁ ଆରାମ ଲାଗେ।
ଅନେକ ପିଲା ରାତିରେ ଘର ଲାଇଟ୍‌ ବନ୍ଦ କରି ମୋବାଇଲ୍‌ କିମ୍ବା କମ୍ପ୍ୟୁଟ୍‌ରରେ ଅନ୍‌ଲାଇନ୍‌ ପାଠ ପଢ଼ିଥାନ୍ତି। ଅନ୍ଧାରରେ ଫୋନ୍‌ ଦେଖି ପିଲାଙ୍କୁ ଆଦୌ ପଢ଼ିବାକୁ ଦିଅନ୍ତୁ ନାହିଁ। କାରଣ ମୋବାଇଲ ଆଲୋକ ସିଧାସଳଖ ଆଖି ଉପରେ ପଡ଼ିଥାଏ। ତେଣୁ ଲାଇଟ୍‌ ଜାଳିବା ସହ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରଖନ୍ତୁ।

ଏହି ସମୟରେ ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଖାଇବାକୁ ଦିଅନ୍ତୁ। ପିଲାମାନଙ୍କୁ ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଏବଂ ସି ଥିବା ଖାଦ୍ୟ ଖାଇବାକୁ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri