ଶୀତଦିନେ ଗରମପାଣିରେ ଗାଧୋଉଛନ୍ତି କି? ପଡ଼ିପାରେ ଏସବୁ କୁପ୍ରଭାବ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପଡ଼େ ବୋଲି ଅନେକେ ଜାଣି ନ ଥିବେ। ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ ଦଳ ପରୀକ୍ଷା କରି ଏ ସମ୍ପର୍କରେ କହିଛନ୍ତି। ପ୍ରାୟ ୫୦ ଲୋକଙ୍କୁ ନେଇ ଏକ ପରୀକ୍ଷା କରାଯାଇଥିଲା। ଯେଉଁ ଲୋକମାନେ ଗରମପାଣିରେ ଗାଧୋଇ ଥିଲେ ସେମାନଙ୍କର ଚର୍ମ, କେଶ, ରକ୍ତକଣିକା ଆଦି ପ୍ରଭାବିତ ହୋଇଥିଲା। ଗରମପାଣିରେ ଗାଧୋଇଲେ ଆରାମ ଲାଗିଥାଏ। ମାତ୍ର ବିଭିନ୍ନ ରୋଗ ଦେଖାଦେଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…
– ଗରମପାଣି ତ୍ୱଚା ପାଇଁ ଆଦୌ ଶୁଭଙ୍କର ନୁହେଁ। ତ୍ୱଚା ଲାଲ୍‌ ହେବା ସହ କୁଣ୍ଡାଇ ହୋଇଥାଏ।

– କେଶ ପ୍ରତି କୁପ୍ରଭାବ ପକାଇଥାଏ। ଏହା କେଶର ମଶ୍ଚରାଏଜର କମାଇଦିଏ। ଫଳରେ କେଶ ଝଡ଼ିବା ଆରମ୍ଭ ହୋଇଥାଏ।

– ପାଚନତନ୍ତ୍ରରୁ ତ୍ୱଚା ପର୍ଯ୍ୟନ୍ତ ରକ୍ତ ପ୍ରବାହକୁ ଅସନ୍ତୁଳିତ କରିଦିଏ।

– ଚର୍ମ ଶୁଷ୍କ ହୋଇଯାଏ।
ତେଣୁ ଗରମପାଣିରେ ଗାଧୋଇବା ନିହାତି ଆବଶ୍ୟକ ପଡୁଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଏହା ପୂର୍ବରୁ ଅଭିନେତ୍ରୀ ଜେନିଫର ମଧ୍ୟ ଶୁଟିଂ ସେଟ୍‌ରେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri