ଇ-ବ୍ୟାଙ୍କିଙ୍ଗ୍‌ କରୁଛନ୍ତି କି? ସୁରକ୍ଷା ପାଇଁ ଆପଣାନ୍ତୁ ଏସବୁ ଟିପ୍ସ

ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍‌ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା ପରଠୁ ବହୁମାତ୍ରାରେ କମିଯାଇଛି। ହେଲେ ଏଥିରେ ବି ବିଭିନ୍ନ ସମସ୍ୟାର ଆଶଙ୍କା ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଇ-ବ୍ୟାଙ୍କିଙ୍ଗ କରୁଥିଲେ କେତୋଟି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ …

ଇ ବ୍ୟାଙ୍କିଙ୍ଗ୍‌ କରୁଥିଲେ

ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍‌ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା ପରଠୁ ବହୁମାତ୍ରାରେ କମିଯାଇଛି। ହେଲେ ଏଥିରେ ବି ବିଭିନ୍ନ ସମସ୍ୟାର ଆଶଙ୍କା ରହିଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଇ-ବ୍ୟାଙ୍କିଙ୍ଗ କରୁଥିଲେ କେତୋଟି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ …
କମ୍ପ୍ୟୁଟର୍‌, ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ଅନ୍‌ଲାଇନ୍‌ ଟ୍ରାଞ୍ଜାକ୍ସନ୍‌ କରୁଥିଲେ କୌଣସି ଲାଇସେନ୍ସ ଆଣ୍ଟିଭାଇରସ୍‌ ଲୋଡ୍‌ କରନ୍ତୁ। କାରଣ ଫ୍ରି ଆଣ୍ଟିଭାଇରସ୍‌ରେ ଅନେକ ସମୟରେ ହ୍ୟାକର୍‌ମାନଙ୍କୁ ଆପଣଙ୍କ ଡିଟେଲ୍‌ସ ମିଳିବାରେ ସହଜ ହୋଇଥାଏ।

ଅନ୍‌ଲାଇନ୍‌ରେ ବ୍ୟାଙ୍କିଙ୍ଗ୍‌ କରୁଥିଲେ ଟ୍ରାଞ୍ଜାକ୍ସନ ସରିବା ପରେ ଲଗ୍‌ଆଉଟ୍‌ କରନ୍ତୁ।

ପାସ୍‌ୱାର୍ଡକୁ ଏଭଳି ରଖନ୍ତୁ, ଯେପରି ଅନ୍ୟମାନଙ୍କୁ ଏହା ଜାଣିବା କିମ୍ବା ହ୍ୟାକ୍‌ କରିବା ସହଜ ହେବ ନାହିଁ। ନିଜ ପାସ୍‌ୱାର୍ଡ ଅନ୍ୟ ସହ ଶେୟାର କରନ୍ତୁ ନାହିଁ।

ସର୍ବଦା ପର୍ସନାଲ କମ୍ପ୍ୟୁଟର୍‌, ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ହିଁ ନେଟ୍‌ ବ୍ୟାଙ୍କିଙ୍ଗ୍‌ କରନ୍ତୁା କାରଣ ପବ୍ଲିକ୍‌ କମ୍ପ୍ୟୁଟର୍‌ କିମ୍ବା ସାଇବର୍‌ କାଫେରେ ଏହା ଅସୁରକ୍ଷିତା

ମନେରଖନ୍ତୁ ମୋବାଇଲ୍‌ରେ ନେଟ୍‌ ବ୍ୟାଙ୍କିଙ୍ଗ୍‌ କରୁଥିଲେ କୌଣସି ଆପ୍ଲିକେଶନ୍‌ ଡାଉନ୍‌ଲୋଡ୍‌ କରିବା ପୂର୍ବରୁ ସେଥିରେ କେଉଁସବୁ ଡାଟା ଏବଂ ଡିଟେଲ୍ସ ଆବଶ୍ୟକ ହେଉଛି ତାହାକୁ ଭଲ ଭାବେ ପଢିବା ପରେ ଇନ୍‌ଷ୍ଟଲ କରନ୍ତୁ। ନଚେତ୍‌ ଏହା ଆପଣଙ୍କୁ ଅସୁବିଧାରେ ପକାଇପାରୋ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri