ଚା’ ପିଉଛନ୍ତି କି? ରୁହନ୍ତୁ ସତର୍କ ନଚେତ୍‌ ଭୋଗିବେ ଏସବୁ ସମସ୍ୟା

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଜାଣିପାରିଛନ୍ତି ଯେ ଆବଶ୍ୟକତାଠାରୁ ଅଧିକ ଥର ଏବଂ ପରିମାଣର ଚା’ ପିଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ।

ଏହି ସର୍ଭେରୁ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଏଭଳି ଅଭ୍ୟାସ ଦ୍ୱାରା ବୁଦ୍ଧିମତ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। କାରଣ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କର ବୁଦ୍ଧିମତ୍ତାକୁ ତନ୍ନ ତନ୍ନ କରି ତର୍ଜମା କରିବା ପରେ ସେମାନେ ଏଭଳି ବିଷୟରେ ଜାଣିବାକୁ ପାଇଥିଲେ। କେବଳ ସେତିକି ନୁହେଁ, ଏଥିଯୋଗୁ ପେଟରେ ଅମ୍ଳ ବା ଏସିଡିଟି ବଢ଼ିଯାଇଥାଏ। ଅନ୍ୟପକ୍ଷରେ ଆବଶ୍ୟକତାଠାରୁ ଅଧିକ ଥର ଚା’ ପିଇଲେ ତାହା ନିଦ୍ରାରେ ବ୍ୟାଘାତ ସୃଷ୍ଟି କରିବାର ଆଶଙ୍କା ରହିଛି ବୋଲି ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri