ଚା’ ପିଉଛନ୍ତି କି? ରୁହନ୍ତୁ ସତର୍କ ନଚେତ୍‌ ଭୋଗିବେ ଏସବୁ ସମସ୍ୟା

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଜାଣିପାରିଛନ୍ତି ଯେ ଆବଶ୍ୟକତାଠାରୁ ଅଧିକ ଥର ଏବଂ ପରିମାଣର ଚା’ ପିଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ।

ଏହି ସର୍ଭେରୁ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଜାଣିପାରିଛନ୍ତି ଯେ, ଏଭଳି ଅଭ୍ୟାସ ଦ୍ୱାରା ବୁଦ୍ଧିମତ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। କାରଣ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କର ବୁଦ୍ଧିମତ୍ତାକୁ ତନ୍ନ ତନ୍ନ କରି ତର୍ଜମା କରିବା ପରେ ସେମାନେ ଏଭଳି ବିଷୟରେ ଜାଣିବାକୁ ପାଇଥିଲେ। କେବଳ ସେତିକି ନୁହେଁ, ଏଥିଯୋଗୁ ପେଟରେ ଅମ୍ଳ ବା ଏସିଡିଟି ବଢ଼ିଯାଇଥାଏ। ଅନ୍ୟପକ୍ଷରେ ଆବଶ୍ୟକତାଠାରୁ ଅଧିକ ଥର ଚା’ ପିଇଲେ ତାହା ନିଦ୍ରାରେ ବ୍ୟାଘାତ ସୃଷ୍ଟି କରିବାର ଆଶଙ୍କା ରହିଛି ବୋଲି ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri