ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏଭଳିି ମତବ୍ୟକ୍ତ କରିଛନ୍ତି । ଏକ ସଦ୍ୟତମ ସର୍ଭେରୁ ସେମାନେ ଏହା ଜାଣିବାକୁ ପାଇଥିଲେ। ଅଧିକ ଚା’ ପିଇବାର କେଉଁ ପ୍ରକାର ଖରାପ ପ୍ରଭାବ ଶରୀର ଉପରେ ପଡେ ସେ ନେଇ ସେମାନେ ଏକ ସର୍ଭେ କରିଥିଲେ। ଏହାଦ୍ବାରା ଦାନ୍ତ ଉପରେ ହଳଦିଆ ରଙ୍ଗର ଆସ୍ତରଣ ପଡ଼ିଯାଏ। ସବୁଠାରୁ ଗୁରତ୍ୱପୂର୍ଣ୍ଣ ହେଲା ଏହା ସୁନିଦ୍ରା ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ଅର୍ଥାତ୍‌ ଏହା ଦ୍ବାରା ଭଲ ନିଦ ହୋଇ ନଥାଏ। ଚା’ରେ ଏଭଳି କେତେକ ତତ୍ତ୍ୱ ରହିଛି, ଯାହା ପେଟରେ ଅମ୍ଳ ବା ଏସଡିଟିର ମାତ୍ରାକୁ ବଢ଼ାଇଦିଏ,ଫଳରେ ଏହାର ଖରାପ ପ୍ରଭାବ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଫଳରେ ପେଟ ଦରଜ ଏବଂ ପେଟ ଫୁଲିବା ପରି ସମସ୍ୟା ସୃଷ୍ଟି କରେ। ତେଣୁ ଏଥିପାଇଁ ସତର୍କ ରହିବାକୁ ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?