ଏସବୁ ଖାଦ୍ୟ ଗରମ କରି ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ, ନଚେତ୍‌…

କିଛି ଖାଦ୍ୟ ଏପରି ଅଛି ଯାହାକୁ ଅଧିକ ଗରମ କରି ଖାଇଲେ ତାହା ଶରୀର ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ। ଏନେଇ ଜାଣିବା ପରେ ବଦଳାଇ ଦିଅନ୍ତୁ ଅଭ୍ୟାସ…

ବ୍ରେଡ୍‌: ହ୍ବାଇଟ୍‌ ବ୍ରେଡ୍‌ରେ କାର୍ବୋହାଇଡ୍ରେଟ୍‌ସ ଓ ସୁଗାର ବହୁ ଅଧିକ ରହିଥାଏ। ଏହାକୁ ଅଧିକ ଗରମ କଲେ ଏଥିରେ ଏଭଳି ଏକ ତତ୍ତ୍ୱ ସୃଷ୍ଟି ହୁଏ ଯାହା କ୍ୟାନ୍‌ସରର ଆଶଙ୍କା ବଢ଼ାଇ ଦେଇଥାଏ। ତେଣୁ ବ୍ରେଡ୍‌କୁ ଅଧିକ ଗରମ କରନ୍ତୁ ନାହିଁ ଓ ପୋଡ଼ିଯାଇଥିବା ଅଂଶକୁ ଆଦୌ ଖାଆନ୍ତୁ ନାହିଁ।
ଆଳୁ:ଛୋଟରୁ ବଡ଼ ସମସ୍ତଙ୍କର ପ୍ରିୟ ଆଳୁ। ହେଲେ ଏହାକୁ ଅଧିକ ଭାଜି ଖାଇଲେ ତାହା ମଧ୍ୟ ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିପାରେ। ଏକ ରିସର୍ଚ୍ଚରୁ ଜଣାପଡ଼ିଛି କି ଆଳୁକୁ ଅଧିକ ଆଞ୍ଚରେ ଭାଜିଲେ ବା ଗରମ କଲେ ସେଥିରୁ ଏକ ହାନିକାରକ ତତ୍ତ୍ୱ ବାହାରିଥାଏ ଯାହା ମଧ୍ୟ କ୍ୟାନ୍‌ସର ସୃଷ୍ଟିକରିବାର ଏକ କାରଣ ହୋଇପାରେ।
ତେଲ: ତେଲରେ କୌଣସି ଜିନିଷକୁ ଛାଣି ଖାଇବା ପରେ ବଳକା ତେଲକୁ ବାରମ୍ବାର ଗରମ କରି ଖାଇଲେ ତାହା ମଧ୍ୟ ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। କାରଣ ତେଲକୁ ବାରମ୍ବାର ଗରମ କଲେ ସେଥିରେ ହାନିକାରକ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାନ୍ତି ଯାହା କ୍ୟାନ୍‌ସର ସୃଷ୍ଟିର ମଧ୍ୟ ଅନ୍ୟତମ କାରଣ ହୋଇପାରେ।
ଫ୍ରୋଜନ ଫୁଡ୍‌: ମାର୍କେଟରେ ମିଳୁଥିବା ବିଭିନ୍ନ ପ୍ରକାର ଫ୍ରୋଜନ ଫୁଡ୍‌ ମଧ୍ୟ ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ଏହି ପ୍ରକାରରେ ରଖାଯାଇଥିବା ମାଂସରେ ନାଇଟ୍ରେଟ୍‌ ଓ ନାଇଟ୍ରାଇଟ୍‌ ଭଳି ପଦାର୍ଥ ରହିଥାଏ ଯାହାକୁ ରାନ୍ଧିବା ମାତ୍ରେ ଏକ ପ୍ରକାର ହାନିକାରକ ତତ୍ତ୍ୱ ବାହାରିଥାଏ, ଯାହା କ୍ୟାନ୍‌ସର ସୃଷ୍ଟି କରିପାରେ। ଯଦି ଏହି ପ୍ରକାର ମାଂସ ଆଣନ୍ତି ତେବେ ଏହାକୁ ଓଭରକୁକ୍‌ କରନ୍ତୁ ନାହିଁ।
ମାଛ: ମାଛରେ ପ୍ରୋଟିନ୍‌ ରହିଛି। କିନ୍ତୁ ଏହାକୁ ଅଧିକ ଭାଜି ଖାଇଲେ ତାହା କ୍ୟାନ୍‌ସର ସୃଷ୍ଟି କରିପାରେ।
ସେହିପରି ପ୍ଲାଷ୍ଟିକ୍‌ ବାସନ ନେଇ ଓଭାନ୍‌ରେ ଗରମ କରି ଖାଇଲେ, ନନ୍‌ଷ୍ଟିକ୍‌ ବାସନରେ ପୋଡ଼ିଯାଇଥିବା ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ଖରାପ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

୫୦ ବର୍ଷ ପରେ ଡିସେମ୍ବରରେ ଘଟୁଛି ଏମିତି ଯୋଗ, ଏହି ୫ ରାଶିର ଲାଗିବ ଲଟେରୀ, ହେବ ଧନ ଲାଭ

ଡିସେମ୍ବର ମାସ ଗ୍ରହ ଏବଂ ନକ୍ଷତ୍ର ଦୃଷ୍ଟିକୋଣରୁ ବହୁତ ବିଶେଷ ହେବାକୁ ଯାଉଛି। ବୈଦିକ ଜ୍ୟୋତିଷ ଅନୁସାରେ, ୫୦ ବର୍ଷ ପରେ ଧନୁ ରାଶିରେ ଏକ...

ପିଲାମାନଙ୍କ ଖାଦ୍ୟାଭାସରୁ କେମିତି ଜାଣିବେ ମାନସିକତା

ଖାଇବାକୁ ନେଇ ପିଲାମାନେ ଅନେକ ସମୟରେ ବହୁ ସମସ୍ୟା ସୃଷ୍ଟି କରନ୍ତି। ଏମିତିକି ତିଆରି ହୋଇଥିବା ଖାଦ୍ୟ ବଦଳରେ ଅନ୍ୟ ଖାଦ୍ୟ ବରାଦ କରନ୍ତି ।...

ବାବା ଭେଙ୍ଗାଙ୍କ ସବୁଠୁ ବଡ଼ ଭବିଷ୍ୟବାଣୀ, ବର୍ଷ ଶେଷରେ ମାଲାମାଲ୍‌ ହେବେ ୪ ରାଶି! ଯାହା ଛୁଇଁବେ ହେବ ସୁନା…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ସର୍ୱଦା ଭାଇରାଲ ହୁଏ। ଏବେ, ସେ ନିକଟରେ କହିଛନ୍ତି ଯେ 2025 ର ଶେଷ ମାସ କିଛି ରାଶି ପାଇଁ ଖୁସିର...

ଜଏଣ୍ଟ ପେନ୍‌ ହେଉଥିଲେ…ଆପଣାନ୍ତୁ ଏହି ଟିପ୍ସ

ଶୀତଦିନେ ତାପମାତ୍ରା କମ୍‌ ଥିବାରୁ ଜଏଣ୍ଟ ପେନ୍‌ ସମସ୍ୟା ଦେଖାଦିଏ । ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇଁ କ’ଣ କରିବେ ଜାଣନ୍ତୁ… -ଆଣ୍ଠୁଗଣ୍ଠି ସମସ୍ୟାରୁ...

ଡିସେମ୍ବର ୭ରୁ ସାବଧାନ ରୁହନ୍ତୁ ଏହି ୫ଟି ରାଶି, ମଙ୍ଗଳଙ୍କ ଗୋଚର ଆଣିପାରେ ଆର୍ଥିକ କ୍ଷତି, ଆଉ ଅଶାନ୍ତି

ଡିସେମ୍ବର ୭ ତାରିଖ ରାତି ୮:୨୭ରେ ମଙ୍ଗଳ ଧନୁ ରାଶିରେ ପ୍ରବେଶ କରିବାର ରହିଛି। ମଙ୍ଗଳ ଜାନୁଆରୀ ୧୬, ୨୦୨୬ ସକାଳ ୪:୩୬ ପର୍ଯ୍ୟନ୍ତ ଧନୁ...

୩୦ବର୍ଷ ପରେ ଶନିରେ ମହା ରାଜଯୋଗ, ୨୦୨୬ରେ ଚମକିବେ ଏହି ୩ରାଶି!

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହ ଏବଂ ନକ୍ଷତ୍ରର ପ୍ରତ୍ୟେକ ଗୋଚର ଏବଂ ସଂଯୋଗ ମାନବ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଜ୍ୟୋତିଷ ଦୃଷ୍ଟିକୋଣରୁ 2026...

ଡିସେମ୍ୱରରେ ପଡିଲା ମଳମାସ, ୩୦ଦିନ ଯାଏ କରନ୍ତୁନି ଶୁଭକାମ ନଚେତ୍‌…

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଦେବତାଙ୍କୁ ନଅଟି ଗ୍ରହର ରାଜା ଏବଂ ଚଳନ୍ତି ପ୍ରତିମା ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଗଣନା ଅନୁସାରେ, ପ୍ରତି ମାସରେ ସୂର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri