ଏସବୁ ଖାଦ୍ୟ ଗରମ କରି ଖାଉଛନ୍ତି କି? ହୋଇଯାନ୍ତୁ ସାବଧାନ, ନଚେତ୍‌…

କିଛି ଖାଦ୍ୟ ଏପରି ଅଛି ଯାହାକୁ ଅଧିକ ଗରମ କରି ଖାଇଲେ ତାହା ଶରୀର ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ। ଏନେଇ ଜାଣିବା ପରେ ବଦଳାଇ ଦିଅନ୍ତୁ ଅଭ୍ୟାସ…

ବ୍ରେଡ୍‌: ହ୍ବାଇଟ୍‌ ବ୍ରେଡ୍‌ରେ କାର୍ବୋହାଇଡ୍ରେଟ୍‌ସ ଓ ସୁଗାର ବହୁ ଅଧିକ ରହିଥାଏ। ଏହାକୁ ଅଧିକ ଗରମ କଲେ ଏଥିରେ ଏଭଳି ଏକ ତତ୍ତ୍ୱ ସୃଷ୍ଟି ହୁଏ ଯାହା କ୍ୟାନ୍‌ସରର ଆଶଙ୍କା ବଢ଼ାଇ ଦେଇଥାଏ। ତେଣୁ ବ୍ରେଡ୍‌କୁ ଅଧିକ ଗରମ କରନ୍ତୁ ନାହିଁ ଓ ପୋଡ଼ିଯାଇଥିବା ଅଂଶକୁ ଆଦୌ ଖାଆନ୍ତୁ ନାହିଁ।
ଆଳୁ:ଛୋଟରୁ ବଡ଼ ସମସ୍ତଙ୍କର ପ୍ରିୟ ଆଳୁ। ହେଲେ ଏହାକୁ ଅଧିକ ଭାଜି ଖାଇଲେ ତାହା ମଧ୍ୟ ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିପାରେ। ଏକ ରିସର୍ଚ୍ଚରୁ ଜଣାପଡ଼ିଛି କି ଆଳୁକୁ ଅଧିକ ଆଞ୍ଚରେ ଭାଜିଲେ ବା ଗରମ କଲେ ସେଥିରୁ ଏକ ହାନିକାରକ ତତ୍ତ୍ୱ ବାହାରିଥାଏ ଯାହା ମଧ୍ୟ କ୍ୟାନ୍‌ସର ସୃଷ୍ଟିକରିବାର ଏକ କାରଣ ହୋଇପାରେ।
ତେଲ: ତେଲରେ କୌଣସି ଜିନିଷକୁ ଛାଣି ଖାଇବା ପରେ ବଳକା ତେଲକୁ ବାରମ୍ବାର ଗରମ କରି ଖାଇଲେ ତାହା ମଧ୍ୟ ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। କାରଣ ତେଲକୁ ବାରମ୍ବାର ଗରମ କଲେ ସେଥିରେ ହାନିକାରକ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାନ୍ତି ଯାହା କ୍ୟାନ୍‌ସର ସୃଷ୍ଟିର ମଧ୍ୟ ଅନ୍ୟତମ କାରଣ ହୋଇପାରେ।
ଫ୍ରୋଜନ ଫୁଡ୍‌: ମାର୍କେଟରେ ମିଳୁଥିବା ବିଭିନ୍ନ ପ୍ରକାର ଫ୍ରୋଜନ ଫୁଡ୍‌ ମଧ୍ୟ ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ଏହି ପ୍ରକାରରେ ରଖାଯାଇଥିବା ମାଂସରେ ନାଇଟ୍ରେଟ୍‌ ଓ ନାଇଟ୍ରାଇଟ୍‌ ଭଳି ପଦାର୍ଥ ରହିଥାଏ ଯାହାକୁ ରାନ୍ଧିବା ମାତ୍ରେ ଏକ ପ୍ରକାର ହାନିକାରକ ତତ୍ତ୍ୱ ବାହାରିଥାଏ, ଯାହା କ୍ୟାନ୍‌ସର ସୃଷ୍ଟି କରିପାରେ। ଯଦି ଏହି ପ୍ରକାର ମାଂସ ଆଣନ୍ତି ତେବେ ଏହାକୁ ଓଭରକୁକ୍‌ କରନ୍ତୁ ନାହିଁ।
ମାଛ: ମାଛରେ ପ୍ରୋଟିନ୍‌ ରହିଛି। କିନ୍ତୁ ଏହାକୁ ଅଧିକ ଭାଜି ଖାଇଲେ ତାହା କ୍ୟାନ୍‌ସର ସୃଷ୍ଟି କରିପାରେ।
ସେହିପରି ପ୍ଲାଷ୍ଟିକ୍‌ ବାସନ ନେଇ ଓଭାନ୍‌ରେ ଗରମ କରି ଖାଇଲେ, ନନ୍‌ଷ୍ଟିକ୍‌ ବାସନରେ ପୋଡ଼ିଯାଇଥିବା ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ଖରାପ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri