କାଜୁ ଖାଉଛନ୍ତି କି…

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

– କାଜୁ ହାଡ଼ ଶକ୍ତ କରିବା ସହ ହାର୍ଟ ରୋଗରୁ ମୁକ୍ତି ଦେଇଥାଏ।

– ଏହା କୋଲେଷ୍ଟରଲ ପରିମାଣ କମ୍‌ କରିଥାଏ। ଏହା ଶରୀରରେ ଆଇରନ ପରିମାଣ ବଢ଼ାଇଥାଏ।

– ଏହା ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ।

– ତ୍ୱଚା ଉଜ୍ଜ୍ୱଳ ଦେଖାଯାଇଥାଏ।

– ମସ୍ତିଷ୍କ ରୋଗରୁ ମୁକ୍ତି ଦେବା ସହ ରକ୍ତଚାପ ନିୟନ୍ତ୍ରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌…

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା...

ସକାରାତ୍ମକ ମାନସିକତା ପାଇଁ…

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। କାରଣ ଏଗୁଡିକରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ତେବେ ଯଦି...

ଆଜି ବିଶ୍ୱ ତମାଖୁ ନିରୋଧୀ ଦିବସ: ସତର୍କତା ହିଁ ଜରୁରୀ

ସାରା ବିଶ୍ୱରେ ମାନବ ସଭ୍ୟତା ବହୁ ଘାତପ୍ରତିଘାତ ସହ ମୁକାବିଲା କରି ପୃଥିବୀପୃଷ୍ଠରେ ବଞ୍ଚତ୍ ରହିବା ନିମନ୍ତେ ପ୍ରୟାସ ଜାରି ରଖିଆସିଛି। ସମାଜରେ ୧୮ ବର୍ଷରୁ...

ସ୍ବାସ୍ଥ୍ୟ ପାଇଁ ହିତକର ସାଇକେଲିଂ

ଯାତାୟାତ ଲାଗି ସାଇକେଲ ସ୍ବାସ୍ଥ୍ୟ ପାଇଁ ହିତକର । ଆଜିକାଲିର ଲାଇଫ୍‌ ଷ୍ଟାଇଲ୍‌ ଓ ଖାଦ୍ୟପେୟ ଦିନକୁ ଦିନ ଲୋକଙ୍କୁ ରୁଗ୍ଣ କରିଦେଉଛି। ଅଧିକ ଫ୍ୟାଟ୍‌...

ଅତୁଟ ସମ୍ପର୍କ

ସ୍ବାମୀସ୍ତ୍ରୀଙ୍କ ଯୋଡ଼ି ଏକ ଅପୂର୍ବ ସମ୍ପର୍କ, ଯେଉଁ ସମ୍ପର୍କ ଭିତରେ ଭରିରହିଥାଏ ଗଭୀର ଭଲ ପାଇବା, ସ୍ନେହ, କର୍ତ୍ତବ୍ୟବୋଧ। ଆଉ କେବେ କେବେ ମତାନ୍ତର ପୁଣି...

ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ବଦଳାଇବ ୨୦୨୨; ଚାକିରି, ଶିକ୍ଷା, ବ୍ୟାପାର, ପ୍ରେମ ଆଦି କ୍ଷେତ୍ରରେ…

ଆସୁଛି ନୂଆବର୍ଷ। ଏହାକୁ ନେଇ ଆରମ୍ଭ ହୋଇଛି କଳ୍ପନାଜଳ୍ପନା। ଆଜି ଆମେ ଆପଣଙ୍କୁ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ନୂତନ ବର୍ଷ କିଭଳି ରହିବ, କାହାକୁ କାହାକୁ ଶୁଭଫଳ...

ଚକ୍‌ଲେଟ୍‌ ବ୍ରାଉନି

ଆବଶ୍ୟକ ସାମଗ୍ରୀ: ୨କପ୍‌ ମଇଦା, ୨ ବଡ଼ ଚାମଚ ଚିନି ପାଉଡର, ୨ ବଡ଼ ଚାମଚ କୋକୋ ପାଉଡର, ୨ ବଡ଼ ଚାମଚ କ୍ଷୀର, ୧...

ପ୍ରଥମ ଦରମା ଖର୍ଚ୍ଚ କରିବାକୁ ନେଇ ଚିନ୍ତିତ କି? ଏସବୁ ଟିପ୍ସ ଜାଣିରଖନ୍ତୁ

ଭବିଷ୍ୟତ ପାଇଁ ପ୍ରତ୍ୟେକଙ୍କୁ ଚାକିରିଟିଏ ନିତାନ୍ତ ଆବଶ୍ୟକ। ତେବେ ଚାକିରିର ପ୍ରଥମ ଦରମା ଯେତିକି ଖୁସି ଦେଇଥାଏ, ତାହାକୁ ଖର୍ଚ୍ଚ କରିବା ପାଇଁ ମଧ୍ୟ ସେତିକି...

Advertisement
Archives

Model This Week