ବିପଦରେ ଫସିଛନ୍ତି କି? ଏହି ୫ କଥାରେ ଦୂର ହେବ ବଡ଼ ସମସ୍ୟା

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ କଲେ ସଫଳ ହେବାଠାରୁ କେହି ବି ରୋକି ପାରିବେ ନାହିଁ। ଚାଣକ୍ୟ କହିଛନ୍ତି ବିପଦ ସମୟରେ ଜଣେ ବ୍ୟକ୍ତିଙ୍କୁ ଏହି ୫ କଥା ମନେ ରଖିବା ଉଚିତ…

-ଚାଣକ୍ୟ ନୀତି ଅନୁଯାୟୀ, ବିପଦ ବେଳେ ବ୍ୟକ୍ତିଙ୍କୁ ସାବଧାନ ରହିବା ଉଚିତ। କାରଣ ସେତେବେଳେ ପାଖରେ ସୀମୀତ ସୁଯୋଗ ଥାଏ ଏବଂ ଅଧିକ ଚ୍ୟାଲେଞ୍ଜ ଥାଏ। ଏମିତିରେ ଛୋଟିଆ ଭୁଲ ଅଧିକ କ୍ଷତି କରିପାରେ। ଏଣୁ ସାବଧାନ ରହିବା ଉଚିତ।

-ଚାଣକ୍ୟ ନିଜର ନୀତିରେ କହିଛନ୍ତି ମନୁଷ୍ୟକୁ ବିପଦ ସମୟରୁ ବାହାରକୁ ଆସିବା ଲାଗି ଠୋସ୍‌ ରଣନୀତି ପ୍ରସ୍ତୁତ କରିବାର ଆବଶ୍ୟକତା ଥାଏ। ବିପଦ ସମୟରେ ତାକୁ ସେହି ରଣନୀତି ଅନୁଯାୟୀ ପାଦରେ ପାଦ ମିଶାଇ କାମ କରିବାକୁ ପଡ଼ିଥାଏ। ଅନ୍ତତଃ ବିଜେତା ହୋଇଥାଏ। ଆପାତକାଳୀନ ସ୍ଥିତିରେ ଯାହା ପାଖରେ କୌଣସି ରଣନୀତି ନ ଥାଏ ତାକୁ କ୍ଷତି ସହିବାକୁ ପଡ଼ିଥାଏ। ଏଣୁ ବିପଦ ସମୟରେ ସାବଧାନ ରୁହନ୍ତୁ।

-ବିପଦ ସମୟରେ ନିଜ ପରିବାର ପ୍ରତି ନିଜର କର୍ତ୍ତବ୍ୟ ପାଳନ କରିବା ବ୍ୟକ୍ତିର ପ୍ରଥମ କର୍ତ୍ତବ୍ୟ। ଏଥିସହ ପରିବାର ସଦସ୍ୟଙ୍କ ସୁରକ୍ଷାର ବିଶେଷ ଧ୍ୟାନ ଦେବା ଉଚିତ। ଏପରି କରିବା ଦ୍ୱାରା କୌଣସି ବି ଅସୁବିଧାରୁ ବର୍ତ୍ତିଯାଇ ପାରିବେ। ଜୀବନରେ ଆସୁଥିବା ଝଡ଼ଝଞ୍ଜାକୁ ସାହସର ସହ ମୁକାବିଲା କରିପାରିବେ।

-ଚାଣକ୍ୟ ନୀତି ଅନୁସାରେ ବ୍ୟକ୍ତିକୁ ସର୍ବପ୍ରଥମେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଉଚିତ। କାରଣ ଏହା ସବୁଠାରୁ ବଡ଼ ଧନ। ଯଦି ଜଣଙ୍କର ସ୍ବାସ୍ଥ୍ୟ ଭଲ ରହିବ ତେବେ ଆପଣ ବିପଦ ସମୟରେ ବାହାରକୁ ଆସିବା ପାଇଁ ଯଥାସମ୍ଭବ ପ୍ରୟାସ କରିଥାଏ। ମାନସିକ ଏବଂ ଶାରୀରିକ ଶକ୍ତି ଯୋଗେ ଚ୍ୟାଲେଞ୍ଜକୁ ଜିତି ହୁଏ। ଶତ୍ରୁକୁ ପରାଜୟ କରିହୁଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri