ଘରର ଏହି ଦିଗରେ ଲଗାଉଛନ୍ତି କି ଦର୍ପଣ?, କରନ୍ତୁନି ଏମିତି ଭୁଲ ମାଡ଼ିଆସବ ବିପଦ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ସୁଖ ଶାନ୍ତି ବଜାୟ ରଖିବା ପାଇଁ ଦର୍ପଣର ଅନେକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି ପ୍ରକାରର ଶୁଭଫଳ ମିଳିଥାଏ ଜାଣନ୍ତୁ ସେ ସମ୍ପର୍କରେ…
*ଯେହେତୁ ଉତ୍ତର ଦିଗର ସ୍ବାମୀ ହେଉଛନ୍ତି ଭଗବାନ କୁବେର ଏବଂ ପୂର୍ବ ଦିଗର ସ୍ବାମୀ ଭଗବାନ ସୂର୍ଯ୍ୟ। ତେଣୁ ଏହି ଦୁଇ ଦିଗରେ ଦର୍ପଣ ଲଗାଇବା ଶୁଭ ହୋଇଥାଏ।
*କିନ୍ତୁ ଭୁଲ୍‌ରେ ବି ଦକ୍ଷିଣ କିମ୍ବା ପଶ୍ଚିମ ଦିଗରେ ଦର୍ପଣ ଲଗାଇବେ ନାହିଁ। କାରଣ ଦକ୍ଷିଣ ଦିଗର ସ୍ବାମୀ ହେଲେ ପ୍ରଭୂ ଯମରାଜ ଏବଂ ପଶ୍ଚିମ ଦିଗର ଦେବତା ହେଲେ ଶନିଦେବ। ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି, ଯଦି ଏହି ଦୁଇ ଦିଗରେ ଦର୍ପଣ ଲଗାଯାଏ; ତା’ହେଲେ ଗୃହରେ ସର୍ବଦା ଅଶାନ୍ତି ଲାଗି ରହିଥାଏ।
*ସେହିପରି ଦର୍ପଣକୁ ସର୍ବଦା ସଫାସୁତୁରା ରଖିବା ଦରକାର। ତା’ସହିତ ଧ୍ୟାନ ଦେବେ ଦର୍ପଣରେ ଯେମିତି କୌଣସି ବିପଦପୂର୍ଣ୍ଣ ବସ୍ତୁ ବା ଅଶୁଭ ବସ୍ତୁର ପ୍ରତିଫଳନ ହେଉ ନଥିବ। ଯେମିତିକି: ଛୁରୀ, କିଛି ବି ମାରାଣାସ୍ତ୍ର, ଗ୍ୟାସ, ଡଷ୍ଟବିନ୍‌ର ଅଳିଆ ଆବର୍ଜନା, ଖରାପ ହୋଇଯାଇଥିବା କୌଣସି ବସ୍ତୁ ଇତ୍ୟାଦି। କାରଣ ଏହାଦ୍ୱାରା ଗୃହରେ ନକାରାତ୍ମକ ଊର୍ଜ୍ଜା ଉପତ୍ନ୍ନ ହୋଇଥାଏ।
*ଅନ୍ୟପକ୍ଷେ ଦୁଇଟି ଦର୍ପଣକୁ କେବେ ବି ସାମ୍ନାସାମ୍ନି ରଖିବେ ନାହିଁ। କାରଣ ଏହାଦ୍ୱାରା ପରିବାରରେ ସନ୍ଦେହର ବାତାବରଣ ସୃଷ୍ଟି ହୋଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri