ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ ପଡୁଥିବାରୁ ଏହା ଯେତେ ପରିଷ୍କାର ରହିବ ସେତେ ଭଲ। ତେବେ ନେମ୍‌ପ୍ଲେଟ୍‌ ଲଗାଇବାକୁ ନେଇ କ’ଣ ରହିଛି ବାସ୍ତୁ ଟିପ୍ସ ଜାଣନ୍ତୁ ସେ ସମ୍ପର୍କରେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରତ୍ୟେକ ଘରର ମାଲିକଙ୍କୁ ତାଙ୍କ ଦାଣ୍ଡ ଦୁଆରେ ନେମ୍‌ପ୍ଲେଟ୍‌ ଲଗାଇବା ନିହାତି ଆବଶ୍ୟକ। କାରଣ ଏହା ଏକ ସମ୍ମାନର କଥା। ମଥାରେ ଟିକା ଲଗାଇବା ଯେମିତି ଶୁଭ ଦାଣ୍ଡଦୁଆରେ ନେମ୍‌ପ୍ଲେଟ୍‌ ଲଗାଇବା ମଧ୍ୟ ସେମିତି ଶୁଭ।

ମୁଖ୍ୟଦ୍ୱାର କିମ୍ବା ତାକୁ ଲାଗି ରହିଥିବା କବାଟରେ ନେମ୍‌ପ୍ଲେଟ୍‌ ଲଗାଇବା ଦ୍ୱାରା ଘରର ଧନବୃଦ୍ଧି ହୁଏ ବୋଲି ବିଶ୍ୱାସ।

ନେମ୍‌ପ୍ଲେଟ୍‌ରେ ଲେଖା ଯାଇଥିବା ନାମ ଯେତେ ସ୍ପଷ୍ଟ ଦେଖାଯାଉଥିବ ସେତେ ଭଲ। ଅତି କମ୍‌ରେ ଦୁଇ/ତିନି ଫୁଟ ଦୂରତାରୁ ଏହାକୁ ଯେମିତି ପଢି ହେଉଥିବ ସେଥିପ୍ରତି ନଜର ଦେବା ଆବଶ୍ୟକ।

ଘରର ମୁଖଦ୍ୱାରକୁ ମ୍ୟାଚିଂ ହେଲାଭଳି ନେମ୍‌ପ୍ଲେଟ୍‌ ଲଗାଇବା ଦରକାର।

ଧ୍ୟାନଦେବେ ଯେମିତି ମୁଖ୍ୟଦ୍ୱାର ଓ ନେମ୍‌ପ୍ଲେଟ୍‌ ଉପରେ ପର୍ଯ୍ୟାପ୍ତ ଆଲୋକ ପଡିପାରୁଥିବ। ଆବଶ୍ୟକ ହେଲେ ଏଲ୍‌ଇଡି ଲାଇଟ୍‌ ଦ୍ୱାରା ମଧ୍ୟ ଏହାକୁ ଡେକୋରେଟ୍‌ କରିପାରିବେ।

ନେମ୍‌ପ୍ଲେଟ୍‌ ଏମିତି ଧାତୁରେ ତିଆରି ହେବା ଦରକାର, ଯେଉଁଥିରେ ସହଜରେ ଜଙ୍କ୍‌ ଲାଗୁ ନଥିବ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ…

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…

ରାଜନୀତିରେ ବଡ଼ ହଇଚଇ:  ଭିଣୋଇଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri