ବେଡ୍‌ରୁମ୍‌ରେ ରଖୁଛନ୍ତିକି ଏସବୁ ନିଶ୍ଚିତ ଜାଣନ୍ତୁ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଜିନିଷ ରହିଛି; ଯାହାକୁ ରାତିରେ ଶୋଇବା ସମୟରେ ବେଡ୍‌ ପାଖରେ ରଖିକି ଶୋଇଲେ ଶୁଭଫଳ ମିଳିଥାଏ…
* ତୁଳସୀ ପତ୍ର: ପବିତ୍ର ମନରେ କିଛି ତୁଳସୀ ପତ୍ରକୁ ନେଇ ରାତିରେ ଶୋଇବା ସମୟରେ ବେଡ୍‌ଠାରୁ ଅଳ୍ପ କିଛି ଦୂରରେ ରଖିବେ। ଏମିତି କିଛିଦିନ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ଘରେ ଖୁସିର ବାତାବରଣ ବଢିଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।
* ବାମ୍ବୋ ପ୍ଲାଣ୍ଟ: ଏହା ଏକ ଏୟାର୍‌ ପ୍ୟୁରିଫାୟାର୍‌ ପ୍ଲାଣ୍ଟ। ଏହାକୁ ମଧ୍ୟ ବେଡ୍‌ରୁମ୍‌ରେ ବେଡ୍‌ ପାଖରେ ରଖିକି ଶୋଇଲେ ନିଦ ଭଲ ହୋଇଥାଏ ବୋଲି ବିଶ୍ୱାସ କରାଯାଏ।
* ଗୋଟା ହଳଦୀ: ରାତିରେ ଶୋଇବା ସମୟରେ ହଳଦିଆ ରଙ୍ଗର କପଡ଼ାରେ କିଛି ଗୋଟା ହଳଦୀକୁ ବାନ୍ଧି ବେଡ୍‌ ପାଖରେ ରଖିକି ଶୋଇଲେ, ବ୍ୟବସାୟ ଅଥବା ଚାକିରିରେ ଆସୁଥିବା ବାଧା ଦୂର ହୋଇଥାଏ ବୋଲି ବିଶ୍ୱାସ କରାଯାଏ।
* ମୟୂର ଚନ୍ଦ୍ରିକା: ବେଡ୍‌ ପାଖରେ ମୟୂର ଚନ୍ଦ୍ରିକା ରଖି ଶୋଇଲେ ଧନ ସମ୍ବନ୍ଧୀୟ ସମସ୍ୟାର ସରଳ ସମାଧାନ ହୋଇଯାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
* ଏକ ଟଙ୍କିଆ ମୁଦ୍ରା: ଶୋଇବା ସମୟରେ ମୁଣ୍ଡିଆ ମାରି ବେଡ୍‌ ପାଖରେ ଏହି ମୁଦ୍ରାରୁ ଗୋଟିଏ ରଖିଲେ ଆର୍ଥିକ ସମସ୍ୟା ଧୀରେ ଧୀରେ ସୁଧୁରିଥାଏ ବୋଲି ଲୋକବିଶ୍ୱାସ ରହିଛି।
* ରସୁଣ ପାଖଡ଼ା: କୁହାଯାଏ, ରାତିରେ ଶୋଇବା ସମୟରେ କିଛି ରସୁଣ ପାଖୁଡ଼ାକୁ ବେଡ୍‌ ପାଖରେ ରଖିକି ଶୋଇଲେ ନିଦ ଭଲ ହୁଏ; ଯଦ୍ଦ୍ବାରା ମନ ଖୁସି ଖୁସି ରହିଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri