ନିଦ ନ ହେବାରୁ ଔଷଧ ଖାଉଛନ୍ତି କି …

ପରିବର୍ତ୍ତିତ ଜୀବନଶୈଳୀ ଲାଗି ନିଦ୍ରାହୀନତା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ରାତିସାରା ଅନିଦ୍ରା ରହିବା ବା ନିଦ ନ ହେବା ଲାଗି ଅନେକ ଲୋକ ବିଭିନ୍ନ ଔଷଧ ଖାଇଥାନ୍ତି। ମାତ୍ର ଏହା ଅନେକାଂଶରେ କ୍ଷତିକାରକ ହୋଇଥାଏ। ଯଦି ଆପଣଙ୍କ ପାଖରେ ଏହି ସମସ୍ୟା ଦେଖାଯାଉଛି ତେବେ ଏହାକୁ ସାଧାରଣ ଭାବରେ ନିଅନ୍ତୁ ନାହିଁ ଏହା ଏକ ଗମ୍ଭୀର ସମସ୍ୟା ହୋଇପାରେ।

ଔଷଧ ବଦଳରେ ଏହି ସମସ୍ୟାକୁ ଦୂର କରିବା ଲାଗି ଜାଣନ୍ତୁ କିଛି ଉପଚାର।

– ବ୍ୟବହାର କରୁଥିବା ବେର୍ଡସିଟ୍‌କୁ ସବୁବେଳେ ସଫା ରଖିନ୍ତୁ। ଏପରିକି ତକିଆ ଖୋଳକୁ ପରିଷ୍କାର ରଖିବା ସହ ଆବଶ୍ୟକସ୍ଥଳେ ବଦଳାଇ ନୂଆ ବ୍ୟବହାର କରନ୍ତୁ। ଦେଖିବେ ଏହି ସମସ୍ୟା ଦୂର ହୋଇଯିବ।

-ରାତିରେ ଶୋଇବା ପୂର୍ବରୁ ଏକ ଘଣ୍ଟା ବୁଲାବୁଲି କରନ୍ତୁ। ଏପରି କରିବା ଫଳରେ ଶିଘ୍ର ନିଦ ହୋଇଥାଏ।

-ଖାଦ୍ୟ ଖାଇ ସାରିବା ପରେ ବିଛଣାକୁ ଯିବା ଅନେକ ଲୋକଙ୍କର ଅଭ୍ୟାସ ଥାଏ। ମାତ୍ର ଏପରି କରନ୍ତୁ ନାହିଁ। ଖାଇବାର କିଛି ସମୟ ପରେ ଶୋଇବାକୁ ଯାଆନ୍ତୁ।

– ବିଛଣାକୁ ଯିବା ପୂର୍ବରୁ ଫୋନ୍‌, ଲାପ୍‌ଟପ୍‌ ଆଦିଠାରୁ ଦୂରେଇ ରହିବେ।

 

ଏହି ଛୋଟ ଛୋଟ ଜିନିଷ ଉପରେ ଆପଣ ଧ୍ୟାନ ଦେଲେ ଆପଣଙ୍କୁ ନିଦ୍ରାହୀନତା ସମସ୍ୟାରୁ ମୁକ୍ତି ପାଇବା ଲାଗି ଔଷଧ ଖାଇବାକୁ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବିବାହିତ ବ୍ୟକ୍ତି ସ୍ବପ୍ନରେ ଏହି ୪ ଜିନିଷ ଦେଖିବା ଶୁଭ; ବୁଝିନିଅନ୍ତୁ ଯେ ଶୀଘ୍ର ହେବ ବିବାହ…

ମନୁଷ୍ୟ ଜୀବନରେ ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ। ହିନ୍ଦୁ ଧର୍ମରେ ବିବାହ ବିନା ଜୀବନ ଅସମ୍ପୂର୍ଣ୍ଣ ବୋଲି ଧରାଯାଏ। ବିଶ୍ୱାସ କରାଯାଏ ଯେ ଯଦି ଜଣେ...

ଫୋନ ଚୋରି ହୋଇଗଲେ କେମିତି ବନ୍ଦ କରିବେ ଗୁଗଲ ପେ, ଫୋନ ପେ…ଜାଣନ୍ତୁ

ଆଜିକାଲି ଭାରତରେ ଅନଲାଇନ ପେମେଣ୍ଟ ସାଧାରଣ ହୋଇଗଲାଣି। ଲୋକମାନେ ନିଜ ପାଖରେ ନଗଦ ଟଙ୍କା ରଖିବା ଅପେକ୍ଷା, ୟୁପିଆଇ ମାଧ୍ୟମରେ ଦେୟ ଦେବାକୁ ପସନ୍ଦ କରୁଛନ୍ତି।...

ନିଃଶବ୍ଦ ଘାତକ : ଉଚ୍ଚ ରକ୍ତଚାପ

ରକ୍ତଚାପ କ’ଣ : ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି...

ସ୍ବାସ୍ଥ୍ୟବର୍ଦ୍ଧକ କନ୍ଦମୂଳ: ଖାଇବାକୁ ଯେମିତି ସୁସ୍ବାଦୁ, ଶରୀର ପାଇଁ ସେମିତି ଉପକାରୀ

କନ୍ଦମୂଳ ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍‌ ଏ, ବିଟା...

ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା...

ଆପଣବି ହୋଇ ପାରିବେ ଭାଗ୍ୟଶାଳୀ, ଘରେ ଲଗାନ୍ତୁ ଏହି ଗଛ

ଏକ ସାମଞ୍ଜସ୍ୟପୂର୍ଣ୍ଣ ଏବଂ ସମୃଦ୍ଧ ଜୀବନ୍ତ ପରିବେଶ ସୃଷ୍ଟି କରିବାର ପ୍ରୟାସରେ, ଉଦ୍ଭିଦଗୁଡିକୁ ଏକୀକୃତ କରିବା କେବଳ ଆପଣଙ୍କ ଘରର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେନାହିଁ...

ପୃଥିବୀ ବାହାରେ ଡାଇନୋସର

ବିଭିନ୍ନ ଜାତିର ଜୀବମାନଙ୍କ ଭିତରୁ ସରୀସୃପ ଅନ୍ୟତମ। ସାପ, ଝିଟିପିଟି, ଏଣ୍ଡୁଅ, କଇଁଛ, ଗୋଧି ଓ କୁମ୍ଭୀର ଭଳି କାତି ରହିଥିବା ଟାଣ ଓ ଶୁଖିଲା...

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri