ବ୍ଲାକ୍‌ ହେଡ୍ସ ନେଇ ଚିନ୍ତିତ କି : ଜାଣନ୍ତୁ…

କେତେକ ଲୋକଙ୍କ ନାକ ଏବଂ ଗାଲରେ ଅଧିକ ପରିମାଣରେ ବ୍ଲାକ୍‌ ହେଡ୍ସ ଦେଖାଯାଇଥାଏ। ବ୍ଲାକ୍‌ ହେଡ୍ସ ସେତେବେଳେ ହୁଏ ଯେତେବେଳେ ବାହାରର ଧୂଳି,ପ୍ରଦୂଷଣ ଆଦି ନାକର ଚାରିପଟେ ଅପରିଷ୍କାର ଜମା ହୋଇ ରହିଥାଏ।
ଯଦି ଆପଣଙ୍କ ମୁହଁରେ ଅଧିକ ପରିମାଣରେ ବ୍ଲାକ୍‌ ହେଡ୍ସ ହୋଇଯାଇଛି ତେବେ ଲେମ୍ବୁ ଏବଂ ଲୁଣର ବ୍ୟବହାର କରିପାରିବେ। ପ୍ରଥମେ ଲେମ୍ବୁ ରସରେ ଲୁଣ ମିକ୍ସ କରି ଦିଅନ୍ତୁ। ଏହାକୁ ବ୍ଲାକ୍‌ ହେଡ୍ସ ସ୍ଥାନରେ ଲଗାଇ ତାକୁ ଭଲଭାବେ ଘଷନ୍ତୁ। କିଛି ସମୟ ଛାଡ଼ି ଏହାକୁ ପାଣି ସାହାଯ୍ୟରେ ଧୋଇ ଦିଅନ୍ତୁ। ଲେମ୍ବୁ ଲୁଣ ସାହାଯ୍ୟରେ ପ୍ରତିଦିନ ସଫା କରିବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ।
ନାକ ଉପରେ ଯଦି ଅଧିକ ବ୍ଲାକ୍‌ ହେଡ୍ସ ହୋଇଯାଇଛି ତେବେ ବେକିଂ ସୋଡ଼ା ଲଗାନ୍ତୁ। ଏଥିପାଇଁ ପାଣିରେ ଅଧା ଚାମଚ ବେକିଂ ସୋଡ଼ା ମିଶାଇ ଯେଉଁଠି ବ୍ଲାକ୍‌ ହେଡ୍ସ ହୋଇଛି ସେଇଠି ୧୦ମିନିଟ୍‌ ପର୍ଯ୍ୟନ୍ତ ଲଗାଇ ଛାଡ଼ି ଦିଅନ୍ତୁ। ଏହାକୁ କିଛି ସମୟ ପରେ ପାଣିରେ ଧୋଇ ସଫା କରି ଦିଅନ୍ତୁ।
ଆପଣ ସ୍କିନ୍‌ରେ ମହୁ ବି ଲଗାଇ ପାରିବେ। ମହୁ ସହିତ ଡାଲ୍‌ଚିନି ପାଉଡର ମିକ୍ସ କରି ଏହି ପେଷ୍ଟକୁ ଲଗାନ୍ତୁ। ଫଳରେ କିଛି ମାତ୍ରାରେ ବ୍ଲାକ୍‌ ହେଡ୍ସ ଦୂର ହୋଇଯିବ।
ଆପଣ ଓଟମିଲ୍‌ର ପେଷ୍ଟ ବନାଇ ବ୍ଲାକ୍‌ ହେଡ୍ସରେ ଲଗାଇ କିଛି ସମୟ ଲାଗି ଛାଡ଼ି ଦିଅନ୍ତୁ। ଏହା ବ୍ଲାକ୍‌ ହେଡ୍ସ ଦୂର କରିବାରେ ସାହାଯ୍ୟ କରେ।
ବଜାରରେ ବିଭିନ୍ନ ପ୍ରକାରର ବ୍ଲାକ୍‌ ହେଡ୍ସ ଦୂର କରିବା ଲାଗି ମାସ୍କ ମିଳୁଛି, ଯାହା ଦ୍ୱାରା ବ୍ଲାକ୍‌ ହେଡ୍ସ ସହିତ ଡେଡ୍‌ ସ୍କିନ୍‌ ,ଏକ୍ସଟ୍ରା ଅଏଲ ମଧ୍ୟ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri