ଏରିଆ କମାଣ୍ଡର ମାଓବାଦୀଙ୍କ ଆତ୍ମସମର୍ପଣ

ବଲାଙ୍ଗୀର ଅଫିସ,୧ା୮: କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ଼ (କେକେବିଏନ) ଡିଭିଜନ ସିପିଆଇ (ମାଓବାଦୀ) ଦଳର ଜଣେ ସକ୍ରିୟ ସଦସ୍ୟ ଆଇତୁ କୋରସା ଓରଫ ସୁରଜନ ଓରଫ ଅମିତ୍ (୨୩) ବଲାଙ୍ଗୀର ଏସ୍‌ପି ଅଫିସରେ ରବିବାର ଆତ୍ମସମର୍ପଣ କରିଛନ୍ତି। ଉତ୍ତରାଞ୍ଚଳ ଡିଆଇଜି ଡା. ଦୀପକ କୁମାର ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ମାଓବାଦୀ କାର୍ଯ୍ୟକଳାପ ଛାଡ଼ି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ଲକ୍ଷ୍ୟ ନେଇ ସେ ଆତ୍ମସମର୍ପଣ କରିଥିବା ଡିଆଇଜି ସୂଚନା ଦେଇଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲାର ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାଚାଲାଣ ବେଳେ ଆଳୁ ଟ୍ରକ୍‌ ଜବତ: ୨ ଗିରଫ

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ର ସୁଯୋଗ ନେଇ ଆଳୁ କଳାବଜାର କରାଯାଉଥିବାବେଳେ ଖାଉଟି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିିତିରେ ନ୍ୟସ୍ତସ୍ବାର୍ଥ ବ୍ୟବସାୟୀ ଆଳୁ ଅନ୍ୟତ୍ର ଚାଲାଣ...

ଶୌଚ ହେବାକୁ ଯାଇ ବୃଦ୍ଧ ନିଖୋଜ

ଭଦ୍ରକ ଅଫିସ, ୨୫।୯:ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ରମ୍ଭିଳା ପଞ୍ଚାୟତ ଅନ୍ତର୍ଗତ ଉଆସ ଗ୍ରାମର ବୃଦ୍ଧ ମହେଶ୍ୱର ସେନାପତି ଶୌଚ ହେବାକୁ ଯାଇ ନିଖୋଜ ହୋଇଯାଇଛନ୍ତି।...

ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର

ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା...

ମାନସ ସ୍ବାଇଁ ହତ୍ୟା ମାମଲା: ଚାନ୍ଦବାଲି କୋର୍ଟରେ ହାଜର ହେଲେ ୮ ଅଭିଯୁକ୍ତ

ଭଦ୍ରକ ଅଫିସ,୨୨।୪: ମାନସ ସ୍ବାଇଁ ହତ୍ୟା ମାମଲାରେ ଶୁକ୍ରବାର ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀଙ୍କ ସମେତ ୮ଜଣଙ୍କୁ ଚାନ୍ଦବାଲି କୋର୍ଟରେ ହାଜର କରାଯାଇଛି। ଭଦ୍ରକ...

ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ...

ବ୍ୟବସାୟୀଙ୍କଠାରୁ ୩.୭ ଲକ୍ଷ ଲୁଟ ପଛରେ ଗାଡ଼ି ଡ୍ରାଇଭର

ଗଞ୍ଜାମ,୧୩।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କଠାରୁ ହୋଇଥିବା ଲକ୍ଷାଧିକ ଟଙ୍କା ଲୁଟ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ବ୍ୟବସାୟୀଙ୍କ ପିକ୍‌ଅପ୍‌...

ମଧ୍ୟାହ୍ନ ଭୋଜନରେ ଦିଆଯିବ ଦୁଗ୍ଧଜାତ ଦ୍ରବ୍ୟ

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି। ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି। ରାଜ୍ୟରେ ଦୁଗ୍ଧ ଉତ୍ପାଦନ...

କାରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ

ସିମୁଳିଆ,୨୦।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧କି.ମି. ଦୂର ଜାତୀୟ ରାଜପଥ ମାଟିପଡା ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ଦୁର୍ଘଟଣା ଘଟିଛି। ଏଥିରେ ନବକିଶୋର ଦାସଶର୍ମା(୪୫)...

Advertisement
Archives

Model This Week