Posted inଫୁରସତ

ପିଲାଙ୍କର ପାଠପଢାରେ ମନ ଲାଗୁନି କି? ଜାଣନ୍ତୁ କେମିତି ଏକାଥରକେ ପାଠ ରହିବ ମନେ…

ପିଲାଙ୍କର ପାଠପଢାରେ ମନ ଲାଗୁନି? ଏକାଗ୍ରତା ଆସୁନି? ଘରେ ବାସ୍ତୁଦୋଷ ଥିଲେ ଏଭଳି ସମସ୍ୟା ଦେଖାଦିଏ ବୋଲି ବାସ୍ତୁବିଦ୍‌ କୁହନ୍ତି। ତେବେ ବାସ୍ତୁ ଅନୁସାରେ କେମିତି ହେବା ଦରକାର ପିଲାଙ୍କ ରୁମ୍‌ ଜାଣନ୍ତୁ ସେ ସମ୍ପର୍କରେ…

*ବାସ୍ତୁଶାସ୍ତ୍ର ଅନୁଯାୟୀ, ପିଲାଙ୍କ ବେଡ୍‌ରୁମ୍‌ ପଶ୍ଚିମ ଦିଗରେ ରହିଲେ ଅନେକ ସୁ-ପ୍ରଭାବ ସେମାନଙ୍କ ଉପରେ ପଡିଥାଏ।
* ପିଲାଙ୍କ ବେଡ୍‌ରୁମ୍‌ର କବାଟ ଉତ୍ତର କିମ୍ବା ପୂର୍ବ ଦିଗରେ ରହିବା ସହ କବାଟର ଠିକ୍‌ ବିପରୀତ ଦିଗରେ ଝରକା ରହିଲେ ଅତି ଉତ୍ତମ ହୋଇଥାଏ।
* ସବୁଜ ରଙ୍ଗ ପିଲାଙ୍କ ରୁମ୍‌ ପାଇଁ ଶୁଭ। ଏହା ଶାନ୍ତି ପ୍ରଦାନ କରିବା ସହ ସେମାନଙ୍କ ମନରେ ସକାରାତ୍ମକ ଭାବନା ଆଣିଥାଏ।
* ପିଲାଙ୍କ ବେଡ୍‌କୁ ରୁମ୍‌ର ଦକ୍ଷିଣ ପାର୍ଶ୍ୱରେ ପକାଇବା ଦରକାର। ସେ ପୁଣି କାନ୍ଥକୁ ନ ଲାଗି କାନ୍ଥରୁ ଟିକେ ଛାଡିକି ରଖିଲେ ଭଲ।
* ସେହିପରି ଶୋଇବା ସମୟରେ ପିଲାଙ୍କ ମୁଣ୍ଡ ପୂର୍ବ ଦିଗକୁ ରହିଲେ ସେମାନଙ୍କର ସ୍ମରଣ ଶକ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ।
* ଅନ୍ୟପକ୍ଷେ ପିଲାଙ୍କ ରୁମ୍‌ରେ ଷ୍ଟଡି ଟେବୁଲ୍‌କୁ ଏପରି ରଖିବା ଦରକାର, ଯେମିତିକି ସେଥିରେ ବସି ପଢିବା ସମୟରେ ପିଲାଙ୍କ ମୁହଁ ଉତ୍ତର କିମ୍ବା ପୂର୍ବ ଦିଗ ଅଥବା ଉତ୍ତର-ପୂର୍ବ ଦିଗ ଆଡ଼କୁ ରହୁଥିବ। କୁହାଯାଏ, ଏପରି କଲେ ପିଲାଙ୍କର ପଢା ପ୍ରତି ଏକାଗ୍ରତା ବଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri