Posted inଖେଳ

ଆର୍ଜେଣ୍ଟିନା- ଫ୍ରାନ୍ସ ମ୍ୟାଚ୍‌ ଡ୍ର

ରାଉରକେଲା ଅଫିସ,୨୦।୧: ବିର୍ସା ମୁଣ୍ଡା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଆର୍ଜେଣ୍ଟିନା-ଫ୍ରାନ୍ସ ହକି ବିଶ୍ୱକପ୍‌ ମ୍ୟାଚ ୫-୫ ଗୋଲରେ ଡ୍ର ରହିଛି। ଆର୍ଜେଣ୍ଟିନା ଦଳର ଅଧିନାୟକ ଭିକ୍ଟର ଚାର୍ଲେଟ ୩୫, ୩୭, ୪୮ ଓ ୫୯ତମ ମିନିଟରେ ଏକାକୀ ୪ଟି ଗୋଲ ସ୍କୋର କରିଥିଲେ। ଇଟିନେ ଟେନ୍‌ଭେଜ ଦଳ ପକ୍ଷରୁ ଅନ୍ୟ ଗୋଲଟି ସ୍କୋର କରିଥିଲେ। ଆର୍ଜେଣ୍ଟିନା ପକ୍ଷରୁ ନିକୋଲାସ ଡେଲା ଟୋରେ ୩୩, ୪୧ ଓ ୫୯ତମ ମିନିଟରେ ପେନାଲ୍ଟି କର୍ନରରୁ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିବାବେଳେ ନିକୋଲାସ କିନାନ ୨ୟ ଏବଂ ମାର୍ଟିନ ଫେରେରୋ ୫୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଗ୍ରୁପ୍‌ ପର୍ଯ୍ୟାୟ ଶେଷରେ ପୁଲ୍‌ ‘ଏ’ ରୁ ଅଷ୍ଟ୍ରେଲିଆ ପଛକୁ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହି ଆର୍ଜେଣ୍ଟିନା ଓ ଫ୍ରାନ୍ସ କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଘରୋଇ କ୍ରିକେଟ ସେସନକୁ ଛୋଟ କଲା ବିସିସିଆଇ: କେବଳ ରଣଜୀ, ବିନୁ ମଙ୍କଡ ଟ୍ରଫି ଖେଳାଯିବ

ମୁମ୍ବାଇ,୧୯।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଘରୋଇ...

ଏଲିଟ୍‌ ଅମ୍ପାୟାରିଂରୁ ଅବସର ନେଲେ ସିମନ ଫ୍ରାଏ, ଜନ୍‌ ଓ୍ବାର୍ଡ

ମେଲବୋର୍ନ, ୧୭।୪(ପି.ଟି.): ଅଷ୍ଟ୍ରେଲିଆର ଦୁଇ ଅମ୍ପାୟର ସିମନ ଫ୍ରାଏ ଓ ଜନ୍‌ ଓ୍ବାର୍ଡ ଏଲିଟ୍‌ ଅମ୍ପାୟାରିଂରୁ ଅବସର ନେଇଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ତରଫରୁ ଏ...

ହୃଦୟ ଜିତିଲେ କୋହଲି

ଦୁବାଇ,୬।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୧ରେ ଶୁକ୍ରବାର ଭାରତ-ସ୍କଟଲ୍ୟାଣ୍ଡ ମଧ୍ୟରେ ମୁକାବିଲା ଥିଲା। ଏଥିରେ ଭାରତ ବଡ଼ ବ୍ୟବଧାନରେ ବିଜେତା ହୋଇଥିଲା। ମ୍ୟାଚ୍‌ ପରେ ଅଧିନାୟକ...

ଯବାନଙ୍କଠାରୁ ସାହସୀ ଆଉ କେହି ନୁହଁନ୍ତି: ବିରାଟ କୋହଲି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। କ୍ରିକେଟରମାନେ...

ଜୋକୋଭିଚ୍‌ଙ୍କୁ ସର୍ବିୟା ପ୍ରଧାନମନ୍ତ୍ରୀଙ୍କ ସମର୍ଥନ

ନୂଆଦିଲ୍ଲୀ, ୨।୭-  କରୋନା ସଂକ୍ରମଣ ସମୟରେ ଆଡ୍ରିଆ ଓପନ ଟେନିସ ଟୁର୍ନାମେଣ୍ଟ ଆୟୋଜନ କରି ସମାଲୋଚନାର ଶିକାର ହେବାରେ ଲାଗିଛନ୍ତି। ବେଲଗ୍ରେଡ୍‌ରେ ଅନୁଷ୍ଠିତ ଚରଣରେ ଖେଳିବା...

ମୁଖ୍ୟ ପର୍ଯ୍ୟାୟରେ ତନଭୀ, ଋତୁପର୍ଣ୍ଣା

ଲକ୍ଷ୍ନୌ, ୨୬।୧୧ (ପି.ଟି.)- ଭାରତୀୟ ମହିଳା ଶଟ୍‌ଲର ତନଭୀ ଲାଡ୍‌ ଓ ଋତୁପର୍ଣ୍ଣା ଦାସ ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମୁଖ୍ୟ...

କର ବା ମର ମ୍ୟାଚ୍‌ରେ ଟସ୍‌ ହାରିଲା କୋଲକତା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ୬୬ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ଟସ୍‌ ଜିତି...

ଫିଫା ଟ୍ରଫି ଉନ୍ମୋଚନ କରିବେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ ୧୫ ବର୍ଷ ମଧ୍ୟରେ ଅନେକ ବ୍ଲକବଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଚଳିତବର୍ଷ ଅଭିନେତ୍ରୀ କାନ୍ସ ଫିଲ୍ମ...

Advertisement
Archives

Model This Week