Posted inଖେଳ

ଆର୍ଜେଣ୍ଟିନା-ଫ୍ରାନ୍ସ ସଂଘର୍ଷପୂର୍ଣ୍ଣ

ଦୋହା, ୧୮।୧୨: ଲୁସେଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଫ୍ରାନ୍ସ-ଆର୍ଜେଣ୍ଟିନା ବିଶ୍ୱକପ ଫାଇନାଲ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପ୍ରଥମାର୍ଦ୍ଧରେ ଆର୍ଜେଣ୍ଟିନା ଲିଓନେଲ ମେସି ଓ ଆଞ୍ଜେଲ ଡି’ ମାରିଆଙ୍କ ମାଧ୍ୟମରେ ୨ଟି ଗୋଲ ଦେଇଥିବାବେଳେ ଦ୍ୱିତୀୟାର୍ଦ୍ଧର ୯୭ ସେକେଣ୍ଡ ମଧ୍ୟରେ ଫ୍ରାନ୍ସର କିଲିଆନ ଏମ୍‌ବାପେ ୨ଟିଯାକ ଗୋଲ ପରିଶୋଧ କରିଦେବାରୁ ମ୍ୟାଚ ୨-୨ ସ୍ଥିତିରେ ଅତିରିକ୍ତ ସମୟକୁ ଯାଇଥିଲା। ଅତିରିକ୍ତ ସମୟରେ ମଧ୍ୟ ମେସି ଓ ଏମ୍‌ବାପେ ଗୋଟିଏ ଲେଖାଏ ଗୋଲ ଦେବାରୁ ମ୍ୟାଚ ୩-୩ ସ୍ଥିତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?