Posted inଖେଳ

ହକି ଷ୍ଟିକ୍‌ରେ ଖେଳାଳିଙ୍କ ମୁଣ୍ଡକୁ ମାଡ଼

ଟୋକିଓ,୨୪।୭: ଟୋକିଓ ଅଲିମ୍ପିକ୍ସ ମହାକୁମ୍ଭର ପ୍ରଥମ ଦିନରେ ସାମ୍ନାକୁ ଆସିଛି ପୂରା ଖେଳ ଜଗତକୁ ନିନ୍ଦିତ କଲା ଭଳି ଦୃଶ୍ୟ। ଶନିବାର ଆର୍ଜେଣ୍ଟିନା ଓ ସ୍ପେନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୧-୧ ଗୋଲରେ ବରାବର ରହିଥିଲା। ମ୍ୟାଚ୍‌ ଶେଷ ହେବାର କିଛି ମିନିଟ୍‌ ପୂର୍ବରୁ ମାଂସପେଶୀ ଜନିତ ଆହତ ସମସ୍ୟା ଯୋଗୁ ଫିଲ୍ଡରେ ଶୋଇ ପଡ଼ିଥିଲେ ସ୍ପାନିଶ ଖେଳାଳି ଡେଭିଡ୍‌ ଆଲେଗ୍ରେ। ପ୍ରତିପକ୍ଷ ଆର୍ଜେଣ୍ଟିନାର ଜଣେ ଖେଳାଳି ଆଲେଗ୍ରେଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଥିଲେ। ଚିକିତ୍ସା ଚାଲିଥିବାବେଳେ ୩୬ ବର୍ଷୀୟ ସ୍ପାନିଶ ଖେଳାଳିଙ୍କ ମୁହଁରେ ଆର୍ଜେଣ୍ଟିନାର ଲୁକାସ ରୋସି କହିଥିଲେ, ‘ଜାଣିଶୁଣି ସମୟ ନଷ୍ଟ କରୁଛ’। ଏହାପରେ ଆଲେଗ୍ରେଙ୍କ ମୁଣ୍ଡକୁ ହକି ଷ୍ଟିକ୍‌ରେ ମାରିଥିଲେ।

ଏହି ଘଟଣା ପରେ ଦୁଇ ଦଳର ଖେଳାଳିମାନେ ପରସ୍ପରକୁ ଗାଳି କରିଥିଲେ। ଉଭୟ ଦଳର ଅଫିସିଆଲଙ୍କ ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଘଟଣା କିଛି ମିନିଟ୍‌ ପରେ ରେଫରି ମ୍ୟାଚ୍‌କୁ ଡ୍ର’ ଘୋଷଣା କରାଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋବାର୍ଟ ଇଣ୍ଟର ନ୍ୟାଶନାଲ ସେମିରେ ସାନିଆ

ହୋବାର୍ଟ, ୧୬।୧ (ପି.ଟି.)- ଷ୍ଟାର୍‌ ଭାରତୀୟ ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଏଠାରେ ଚାଲିଥିବା ହୋବାର୍ଟ ଇଣ୍ଟରନ୍ୟାଶନାଲ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ବକ୍ସିଂ ଡେ ଟେଷ୍ଟ ପାଇଁ ସିଡ୍‌ଲୀଙ୍କୁ ଡାକରା

ସିଡ୍‌ନୀ, ୧୭।୧୨ (ଏଏଫ୍‌ପି)- ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ଠାରେ ଡିସେମ୍ବର ୨୬ରୁ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ୨ୟ ମ୍ୟାଚ୍‌ ଆରମ୍ଭ...

ବୀରେନ୍ଦ୍ର ସେହ୍ବାଗଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୮।୧୦: ଟି -୨୦ ବିଶ୍ୱକପ ୨୦୨୧ ଏବେ ଏକ ରୋମାଞ୍ଚକ ସ୍ଥିତିରେ ପହଞ୍ଚିଛି। ଏହି ଟୁର୍ନାମେଣ୍ଟର ସୁପର ୧୨ ଲିଗରେ ପ୍ରତ୍ୟେକ ଦଳ ସେମିଫାଇନାଲରେ ସ୍ଥାନ...

ଉଭୟ ଭାରତ, ଇଂଲଣ୍ଡ ପକ୍ଷରୁ ଖେଳିଛନ୍ତି ଏହି କ୍ରିକେଟର

ବର୍ତ୍ତମାନ ପଡ଼ିଆରେ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ଉଭୟ ଟିମ୍‌ରେ ଅନେକ ଭେଟେରାନ ଖେଳାଳି ରହିଛନ୍ତି, ଯେଉଁମାନେ ନିଜ ଦେଶକୁ ଜିତାଇବା ପାଇଁ...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୩୦।୧୨(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।...

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଭାରତୀୟ ବୋଲର୍‌ ଜସପ୍ରୀତ୍‌ ବୁମ୍‌ରା

ଭାରତୀୟ କ୍ରିକେଟରମାନେ ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ କରି ବିବାହ ମଧ୍ୟ...

କୋହଲିଙ୍କୁ ନେଇ ବିସିସିଆଇର ବଡ଼ ଘୋଷଣା: ଅଧିନାୟକ ପଦରେ ରହିବେ ନା ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୯: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଟି -୨୦ ବିଶ୍ୱକପ ପରେ ସୀମିତ ଓଭର କ୍ରିକେଟରେ ଦଳର ଅଧିନାୟକତ୍ୱ ଛାଡିପାରନ୍ତି ବୋଲି ଗଣମାଧ୍ୟମରେ ଚର୍ଚ୍ଚା...

ଆଇସୋଲେଶନ କ୍ୟାମ୍ପ୍‌ ପାଇଁ ଆଇସିସିର ସୁପାରିସ

ଦୁବାଇ, ୨୩ା୫ (ପି.ଟି.): କରୋନାଭାଇରସ୍‌ ଯୋଗୁ କ୍ରିକେଟ ବନ୍ଦ ରହିଛି। ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ଖେଳକୁ ପୁଣି ଆରମ୍ଭ କରିବା ଲାଗି ଯୋଜନା କରୁଛି।...

Advertisement
Archives

Model This Week