ଏହି ଅଭିନେତ୍ରୀଙ୍କ ପାଇଁ ସଲମାନ-ଶାହାରୁଖଙ୍କ ମଧ୍ୟରେ ହୋଇଥିଲା ପ୍ରବଳ ଝଗଡ଼ା

ମୁମ୍ବାଇ: ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ୍‌ ଏବଂ ଦବଙ୍ଗ ସଲ୍‌ମାନ ଖାନ୍‌ ସବୁଠୁ ଭଲ ବନ୍ଧୁ ବୋଲି ସମସ୍ତେ ଜାଣନ୍ତି। ମାତ୍ର ଜଣେ ଅଭିନେତ୍ରୀଙ୍କ ପାଇଁ ଏହି ଦୁଇଜଣଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଫଳରେ କିଛିବର୍ଷ ଧରି ଦୁହେଁ କଥାବାର୍ତ୍ତା କରୁ ନ ଥିଲେ। ଝଗଡ଼ାର କାରଣ ହେଲା କ୍ୟାଟ୍ରିନା କୈଫ୍‌ଙ୍କ ବାର୍ଥ ଡେ ପାର୍ଟିରେ ଦୁଇଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।
୨୦୦୮ରେ କ୍ୟାଟ୍ରିନାଙ୍କ ଜନ୍ମଦିନ ଥିଲା। ଏହି ପାର୍ଟିରେ ଯୋଗ ଦେଇଥିଲେ ଶାହାରୁଖ। ପରେ ଶାହାରୁଖଙ୍କୁ ଦେଖି ପ୍ରବଳ ରାଗି ଯାଇଥିଲେ ସଲମାନ। ଏକ ସାକ୍ଷାତକାରରେ ଶାହାରୁଖ କହିଥିଲେ, ସଲମାନଙ୍କ କଥାରେ ମୁଁ ବହୁତ ଲାଜେଇ ଯାଇଥିଲି। ମୋ’ ସହ ଝିଅ ଏବଂ ପୁଅ ଥିଲେ। କିନ୍ତୁ ସେମାନଙ୍କୁ କ’ଣ କହି ବୁଝାଇବି ଭାବି ପାରୁ ନ ଥିଲି।

ଏହି ଅସନ୍ତୋଷ୨୦୦୨ରେ ଫିଲ୍ମ ‘ଚଲ୍‌ତେ ଚଲ୍‌ତେ’ର ଶୁଟିଂ ସମୟରେ ଆରମ୍ଭ ହୋଇଥିଲା। କୁହାଯାଏ, ଫିଲ୍ମରେ ପୂର୍ବରୁ ରାନୀ ମୁଖାର୍ଜୀଙ୍କ ସ୍ଥାନରେ ଐଶ୍ୱର୍ଯ୍ୟା ରାୟ ଥିଲେ। ମାତ୍ର ସଲମାନ ଖାନ୍‌ ଐଶ୍ୱର୍ଯ୍ୟାଙ୍କୁ ଭେଟିବା ପାଇଁ ଆସିଥିଲେ। ତାଙ୍କୁ ନେଇ ସେଟ୍‌ ଉପରେ ସିନ୍‌ କ୍ରିଏଟ କରିଦେଇଥିଲେ। ଏହାପରେ ଦୁଇଜଣଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସେ ଯାହା ବି ହେଉ। ଗତସ୍ୟ ଶୋଚନା ନାସ୍ତି। ବର୍ତ୍ତମାନ ଦୁଇଜଣ ପୁଣି ଭଲ ବନ୍ଧୁ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri