ଲାଞ୍ଚ ନେଇ ଧରାପଡିଲେ ଏଆରଆଇ

କେନ୍ଦ୍ରାପଡା,୨୫।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ନିକିରାଇ ରାଜସ୍ବ ସର୍କଲର ଏଆରଆଇ ଅଭିମନ୍ୟୁ ବେହେରା ଲାଞ୍ଚ ନେଇ ମଙ୍ଗଳବାର ଧରା ପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ଲାଞ୍ଚ ନେଇଥିବା ୧୨ ହଜାର ଟଙ୍କା ତାଙ୍କ ନିକଟରୁ ଉଦ୍ଧାର କରିଛି। ଏଥିସହିତ ଆରଇ ଅଫିସ, ପୈତୃକ ଘର ଆଳି ଓ ଭଡାଘର ଗରାପୁରରେ ଚଢ଼ାଉ ଜାରି ରଖିଛନ୍ତି। ନିକିରାଇର ଶ୍ରୀନାଥ ମଲ୍ଲିକଙ୍କର ଏକ ଜମିର କିସମ ପରିବର୍ତ୍ତନ ଆବେଦନ ପତ୍ର ଥିଲା। ଜମି କିସମର ସଂଶୋଧନ ପାଇଁ ଏଆରଆଇ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri