ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍‌ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଘଟଣାକୁ ନେଇ ଜିଲାପାଳ ଦିଲ୍ଲୀପ କୁମାର ରାଉତରାୟ ତୁରନ୍ତ ବାସୁଦେବପୁର ତହସିଲଦାରଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରାଜସ୍ବ ନିରୀକ୍ଷକ ଯୋଗେନ୍ଦ୍ର ମାଝୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବା ବେଳେ ବେସରକାରୀ ଭାବରେ କାର୍ଯ୍ୟରତ ପିଅନ କାଳିଆ ବେହେରାଙ୍କୁ ଚାକିରିରୁ ବିଦା କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri