Posted inଜାତୀୟ

ଦକ୍ଷିଣ ଚୀନ ସାଗର ବିବାଦକୁ ନେଇ ଭାରତ ରଖିଲା ଆଭିମୁଖ୍ୟ, ଶାନ୍ତିପୂର୍ଣ୍ଣ ଭାବରେ ସମାଧାନ କରିବାକୁ ଦାବି

ନୂଆଦିଲ୍ଲୀ,୧୨।୮:ଦକ୍ଷିଣ ଚୀନ ସାଗରରେ ଚାଇନା ଓ ଫିଲିପାଇନ୍ସ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଭାରତ ପୁଣି ନିଜର ଆଭ୍‌ିମୁଖ୍ୟ ପ୍ରକାଶ କରିଛି। ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଭାରତ ଆହ୍ବନ କରିଛି।

ସୂଚନାଯୋଗ୍ୟ, ନିକଟରେ ଦକ୍ଷିଣ ଚୀନ ସାଗରରେ ଫିଲିପାଇନ୍ସ ଏବଂ ଚାଇନା ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି କାରଣରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି।
ଏହାକୁ ନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି, ଶାନ୍ତ ସମାଧାନ ପାଇଁ ଭାରତ ସର୍ବଦା ଚେଷ୍ଟାରତ। ଏହି ପ୍ରସଙ୍ଗରେ ଆମର ଆଭିମୁଖ୍ୟ ସ୍ପଷ୍ଟ ଯେ, ଉଭୟ ଦେଶ ଅନ୍ତର୍ଜାତୀୟ ନିୟମ ଅନୁସରଣ କରିବା ଉଚିତ। ଭାରତ ଆଶା ପ୍ରକଟ କରୁଛି ଯେ ଚାଇନା ଭାରତୀୟ ସାମ୍ବାଦିକମାନଙ୍କୁ ଚାଇନାରେ ରହି ରିପୋର୍ଟ କରିପାରିବା ପାଇଁ ଅନୁମତି ଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri