କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଅରିନ୍ଦମ୍ ରାୟଙ୍କ ରୁଦ୍ଧଦ୍ୱାର ବୈଠକ

ଭୁବନେଶ୍ୱର, ୮ା୧: ଓଲିଉଡ ସୁପରଷ୍ଟାର ତଥା ବିଜେଡି ନେତା ଅରିନ୍ଦମ୍ ରାୟ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଏହି ବୈଠକ ଅନୁଷ୍ଠିତ ହୋଇଛି।

୨୦୧୯ ନିର୍ବାଚନ ପରଠାରୁ ଚର୍ଚ୍ଚା ଅନୁଯାୟୀ, ଆଗାମୀ ୨୦୨୪ ନିର୍ବାଚନ ପାଇଁ ଅରିନ୍ଦମ୍ କଟକର ଯେକୌଣସି ଆସନରୁ ପ୍ରାର୍ଥୀ ହୋଇପାରନ୍ତି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀଙ୍କ ସହ ଅଭିନେତାଙ୍କ ସାକ୍ଷାତ ଓଡ଼ିଶା ରାଜନୀତିରେ ଆଲୋଚନା ପାଇଁ ଖୋରାକ ଯୋଗାଇବ। ତେବେ ଅଭିନେତା ଏବଂ ଅଶ୍ୱିନୀ ଏକ ରୁଦ୍ଧଦ୍ୱାର କରିଥିଲେ।

ଉଲ୍ଲେଖଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ​​ଟିକେଟ୍ ନ ପାଇ ଅରିନ୍ଦମ୍ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିବାର କାରଣ ଏପର୍ଯ୍ୟନ୍ତ ଜଣାପଡି ନ ଥିବାବେଳେ ଅଭିନେତା ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri