ଦୁବାଇରେ ପହଞ୍ଚିଲେ ଅର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁର ତାଙ୍କ ନୂଆ ପ୍ରୋଜେକ୍ଟକୁ ନେଇ ବ୍ୟସ୍ତ ଅଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀ ମାଧ୍ୟମରେ ପ୍ରଶଂସକମାନଙ୍କୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଅର୍ଜୁନଙ୍କ ପୋଷ୍ଟ ଅନୁଯାୟୀ, ସେ ଆଗାମୀ ଫିଲ୍ମର ଶୁଟିଂ ପାଇଁ ଦୁବାଇରେ ପହଞ୍ଚିଛନ୍ତି।

ଫିଲ୍ମର ଶୁଟିଂ ବିଷୟରେ ସୂଚନା ଦେଇ ଅର୍ଜୁନ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି, ‘ଏନ ରୁଟ୍‌ ଫିଲ୍ମ ନମ୍ବର # ୧୯’। ଏହା ସହିତ ସେ ଦୁବାଇର ପାସପୋର୍ଟ ଏବଂ ଟିକେଟର ଏକ ଫଟୋ ବି ଶେୟାର କରିଛନ୍ତି। ତାଙ୍କୁ ରବିବାର ସନ୍ଧ୍ୟାରେ ମୁମ୍ବାଇ ବିମାନବନ୍ଦରରେ ମଧ୍ୟ ଦେଖିବାକୁ ମିଳିଥିଲା।

‘ଦି ଲେଡି କିଲର୍‌’ରେ ନଜର ଆସିବେ। ନିକଟରେ ଜନ୍‌ ଆବ୍ରାହମ, ତାରା ସୂତାରିଆ ଏବଂ ଦିଶା ପଟାନୀଙ୍କ ସହ ଅର୍ଜୁନ ‘ଏକ୍‌ ଭିଲେନ ରିଟର୍ନସ’ରେ ଦେଖିବାକୁ ମିଳିଥିଲା। ଆଗାମୀ ଦିନରେ ଅର୍ଜୁନ ଭୂମି ପେଡନେକରଙ୍କ ସହ ‘ଦି ଲେଡି କିଲର’ରେ ନଜର ଆସିବେ।

ଅର୍ଜୁନ ଅଧିକାଂଶ ସମୟ ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ କଥାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଅଭିନେତ୍ରୀ ମଲାଇକା ଆରୋରାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ସେ ଏବେ ଚର୍ଚ୍ଚାରେ ଅଛନ୍ତି। ପ୍ରଶଂସକମାନେ ମଧ୍ୟ ସେମାନଙ୍କୁ ଏକାଠି ଦେଖି ବହୁତ ଖୁସି। କେବଳ ବିବାହକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri