ଏହି ସୁନ୍ଦରୀଙ୍କ ସରଳତା ଦେଖି ବୋଲ୍ଡ ହୋଇଥିଲେ ଅର୍ଜୁନ ବିଜଲାନୀ: ୮ ବର୍ଷ ଡେଟ୍‌ କରିବା ପରେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ କେବଳ ସିନେମାରେ ହୁଏ ବୋଲି କୁହାଯାଏ। ହେଲେ ଟେଲି ପରଦାର ସୁପରଷ୍ଟାର ଅର୍ଜୁନ ବିଜଲାନୀ ଏହି ଉକ୍ତିକୁ ଭୁଲ ପ୍ରମାଣିତ କରିଛନ୍ତି। କାରଣ ପ୍ରଥମ ଦେଖାରେ ହିଁ ନେହା ସ୍ବାମୀଙ୍କ ପ୍ରେମରେ ପଡ଼ିଯାଇଥିଲେ ସେ।

ନେହାକୁ ଏକ ପାର୍ଟିରେ ଦେଖିଥିଲେ ଅର୍ଜୁନ। ଜଣେ ବନ୍ଧୁ ତାଙ୍କୁ ନେହାଙ୍କ ସହ ଭେଟ କରାଇଥିଲେ। ପ୍ରଥମ ଦେଖାରେ ହିଁ ନେହାଙ୍କ ସରଳତା ଅର୍ଜୁନଙ୍କ ମନ କିଣି ନେଇଥିଲା। ପରେ ୮ ବର୍ଷ ଧରି ଉଭୟଙ୍କ ପ୍ରେମ ଗାଡ଼ି ଚାଲିଥିଲା। ୨୦୧୩ରେ ସେମାନେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୫ରେ ତାଙ୍କ ପୁତ୍ର ଅୟାନ ଜନ୍ମଗ୍ରହଣ କରିଛି।

ଧାରାବାହିକ ‘ନାଗିନ’ ଜରିଆରେ ଘରେ ଘରେ ପରିଚିତ ଅର୍ଜୁନ ବଲିଉଡ୍‌ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ୨୦୧୬ରେ ତାଙ୍କ ଫିଲ୍ମ ଡାଇରେକ୍ଟ ଇସ୍କ ରିଲିଜ ହୋଇଥିଲା। ପରେ ‘ଫୁଲ୍ଲ ଫୁକରେ’ରେ ମଧ୍ୟ ସେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ଜନ୍ମଦିନରେ ଏମିତି ଉପହାର ଦେଲେ କ୍ୟାଟ୍ରିନା

ବଲିଉଡ ଅଭିନେତା ସଲମାନ ଖାନଙ୍କ ପାଇଁ ୫୬ତମ ଜନ୍ମଦିନ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ଅନେକ ସେଲିବ୍ରିଟ ପାନଭେଲରେ ସଲମାନଙ୍କ ଜନ୍ମଦିନ ପାର୍ଟିରେ ଅଂଶଗ୍ରହଣ କରିଥିବାବେଳେ ଅନେକ...

ଅଭିଷେକଙ୍କ ଏହି ଗୁଣ ଦେଖି ପ୍ରେମରେ ପଡିଯାଇଥିଲେ ଐଶ୍ଚର୍ଯ୍ୟା

ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିନେତା ଅଭିଷେକ ବଚ୍ଚନ ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ପାଓ୍ବାରଫୁଲ୍‌ ଦମ୍ପତି। ଦୁହେଁ ଏକାଠି ଅନେକ ଚଳଚ୍ଚିତ୍ରରେ କାମ କରିଛନ୍ତି, କିନ୍ତୁ...

ବିବାହ ବନ୍ଧନରେ ଆବଦ୍ଧ ହେଲେ ସିଦ୍ଧାର୍ଥ-କିଆରା !

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ହିଟ୍‌ ଯୋଡ଼ି କିଆରା ଆଡଭାଣୀ ଏବଂ ସିଦ୍ଧାର୍ଥ ମଲହୋତ୍ରା। ରାଜସ୍ଥାନର ସୂର୍ଯ୍ୟଗଡ଼ ପ୍ୟାଲେସ୍‌ରେ ପଞ୍ଜାବୀ ରୀତିନୀତିରେ...

ପ୍ରକୃତି ମୋତେ ଭଲ ସାହାଯ୍ୟ କରୁଛନ୍ତି: ବାବୁସାନ

ଭୁବନେଶ୍ୱର,୨୪।୭(ବ୍ୟୁରୋ):ବଲିଉଡ୍‌ ଅଭିନେତା ବାବୁଶାନ, ତାଙ୍କ ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଉଭୟଙ୍କ ପକ୍ଷରୁ ଜଣେ ପରେ ଜଣେ...

ମହିଳା କ୍ରିକେଟରଙ୍କ ବାୟୋପିକ୍‌ରେ କାମ କରିବେ ଅନୁଷ୍କା!

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି କହିଲେ ଚଳେ। କିଛି ବର୍ଷ ପରେ ଏହି...

ବିବାହିତ ସତ୍ତ୍ୱେ ଏହି ଅଭିନେତ୍ରୀଙ୍କୁ ଭଲପାଇ ବସିଥିଲେ ଶାହାରୁଖ୍‌

କିଙ୍ଗ୍‌ ଖାନ୍‌ ଶାହାରୁଖ୍‌ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିବା ପୂର୍ବରୁ ବିବାହିତ ଥିଲେ। ବର୍ତ୍ତମାନ ତାଙ୍କର ୩ ସନ୍ତାନ ରହିଛନ୍ତି। ହେଲେ ଖୁବ୍‌ କମ୍‌ ଲୋକ...

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା....

ମ୍ୟୁଜିକ ଭିଡିଓ ପାଇଁ ଐଶ୍ୱର୍ଯ୍ୟାଙ୍କୁ ଶୁଭେଚ୍ଛା ଜଣାଇଲେ ଧନୁଷ

ଅଭିନେତା ଧନୁଷ-ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୧୮ ବର୍ଷର ସମ୍ପର୍କ ପରେ ଦୁହେଁ ଏବେ ପରସ୍ପରଠାରୁ ଅଲଗା...

Advertisement
Archives

Model This Week