୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର ଜିଲାର ଜଣେ ଆଜୀବନ କଏଦୀ ଜେଲରୁ ମୁକ୍ତି ପାଇଛନ୍ତି। ମୁକ୍ତିପ୍ରାପ୍ତ କଏଦୀ ହେଲେ ନବରଙ୍ଗପୁର ଥାନା ଅନ୍ତର୍ଗତ ହିର୍ଲିଡାଙ୍ଗିରି ଗ୍ରାମର ୪୬ ବର୍ଷୀୟ ଅର୍ଜୁନ ଜାନି। ସେ ସ୍ବର୍ଗତ ମୁକୁନ୍ଦ ଜାନିଙ୍କ ପୁଅ।

ସୂଚନା ଅନୁଯାୟୀ, ଅର୍ଜୁନ ୨୨ ବର୍ଷ ଧରି କାରାଗାରରେ ଦଣ୍ଡ ଭୋଗ କରିବା ପରେ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ଜେଲରୁ ମୁକୁଳିଛନ୍ତି। ସୂଚନା ଥାଉକିା, ଗତ ୨୦୨୬ ମେ’୧୨ ଦ୍‌ରେ ପିଆର ବଣ୍ଡ ଜରିଆରେ କୋରାପୁଟ ମଣ୍ଡଳ କାରାଗାରରୁ ଅର୍ଜୁନଙ୍କୁ ଛଡ଼ାଯାଇଥିଲା। ବର୍ତ୍ତମାନ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଅର୍ଜୁନଙ୍କ ମୁକୁଳିବା ନେଇ ସମସ୍ତ କାଗଜପତ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା କୋରାପୁଟ ମଣ୍ଡଳ କାରାଗାର ଅଧୀକ୍ଷକ କୁଆଁର ମାରାଣ୍ଡି ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri