ମଲାଇକାଙ୍କ ପୂର୍ବରୁ ସଲମାନଙ୍କ ଉଭଣୀଙ୍କୁ ଡେଟ୍‌ କରିଥିଲେ ଅର୍ଜୁନ କପୁର, ୨ ବର୍ଷ ଧରି…

ବମ୍ବେ: କିଛି ବର୍ଷ ଧରି ବୋଲ୍ଡ ଅଭିନେତ୍ରୀ ମଲାଇକା ଅରୋରାଙ୍କୁ ଡେଟ୍‌ କରିଆସୁଛନ୍ତି ବଲିଉଡ୍‌ ଅଭିନେତା ଅର୍ଜୁନ କପୁର। ଉଭୟଙ୍କୁ ବି-ଟାଉନ୍‌ର ସବୁଠାରୁ ହଟ୍‌ ଯୋଡ଼ି ବୋଲି କୁହାଯାଉଛି। ଉଭୟ ପ୍ରଥମେ ଏକାଠି ବିଭିନ୍ନ ପାର୍ଟିରେ ନଜର ଆସିବା ପରେ ସୋସିଆଲ ମିଡିଆରେ ଖୋଲାଖୋଲି ଭାବେ ନିଜର ସମ୍ପର୍କକୁ ସ୍ବୀକାର କରିଛନ୍ତି। ହେଲେ ବହୁତ କମ୍‌ ଲୋକ ଅର୍ଜୁନଙ୍କ ପ୍ରଥମ ପ୍ରେମ ବିଷୟରେ ଜାଣନ୍ତି। ସେ ମଲାଇକାଙ୍କ ପୂର୍ବରୁ ଦବଙ୍ଗ ଖାନ ସଲମାନଙ୍କ ସାନ ଭଉଣୀ ଅର୍ପିତାଙ୍କୁ ଭଲ ପାଇ ବସିଥିଲେ। ଅର୍ଜୁନ-ଅର୍ପିତାଙ୍କ ମଧ୍ୟରେ ପ୍ରେମକାହାଣୀ ଦୁଇ ବର୍ଷ ଧରି ଚାଲିଥିଲା। ହେଲେ ପରେ ସେମାନେ ଅଲଗା ହୋଇଯାଇଥିଲେ।

ଅର୍ପିତା ଅର୍ଜୁନଙ୍କ ପ୍ରଥମ ପ୍ରେମ ଥିଲେ। ଅର୍ଜୁନଙ୍କୁ ମାତ୍ର ୧୮ ବର୍ଷ ହୋଇଥିବା ବେଳେ ସେ ସଲମାନଙ୍କ ସହ ‘ମେନେ ପ୍ୟାର କ୍ୟୁ କିୟା’ ଫିଲ୍ମରେ କାମ କରୁଥିଲେ। ଏହାର ଶୁଟିଂ ସମୟରେ ଅର୍ପିତାଙ୍କ ସହ ତାଙ୍କର ସମ୍ପର୍କ ଆରମ୍ଭ ହୋଇଥିଲା। ଦୁଇ ବର୍ଷ ଧରି ସେମାନେ ଡେଟ୍‌ କରିବା ପରେ ଅଲଗା ହୋଇଯାଇଥିଲେ। ଏବେ ଅର୍ଜୁନ ମଲାଇକାଙ୍କ ପ୍ରେମରେ, ଯିଏକି ସଲମାନଙ୍କ ଭାଇ ଅରବାଜ ଖାନ୍‌ଙ୍କ ପୂର୍ବପତ୍ନୀ। ତାଙ୍କର ଏକ ୨୦ ବର୍ଷ ବୟସର ପୁଅ ଅରହାନ ମଧ୍ୟ ଅଛି। ଆଗାମୀ ଦିନରେ ଅର୍ଜୁନ ମଲାଇକାଙ୍କୁ ବିବାହକୁ ନେଇ ଖୁସିଖବର ଦେଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri