‘ଏ’ ନାଁ ଲେଖି ହାତରେ ଟାଟୁ କଲେ ଅର୍ଜୁନ କପୁର : ଜାଣନ୍ତୁ ସେ କିଏ

ବଲିଉଡ ଅଭିନେତା ଅର୍ଜୁନ କପୁର ଆଜିକାଲି ତାଙ୍କ ଫିଲ୍ମ ‘ସନ୍ଦୀପ ଔର ପିଙ୍କି ଫରାର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କର ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି। ଏଥି ସହିତ ନିକଟରେ ଅର୍ଜୁନ କପୁର ନିଜ ହାତରେ ‘ଏ’ ନାମକ ଏକ ଟାଟୁ କରିଛନ୍ତି। ଯାହାର ଏକ ଭିଡିଓ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି।
ଅର୍ଜୁନ କପୁର ତାଙ୍କ ଭଉଣୀ ଅଂଶୁଳା କପୁରଙ୍କ ନାଁ ‘ଏ’ ଟାଟୁ କରିଛନ୍ତି। ଅର୍ଜୁନଙ୍କ ଏହି ପୋଷ୍ଟରେ କ୍ୟାପଶନ୍‌ ଦେଇ କହିଛନ୍ତି ଅଂଶୁଳା ‘ଲଭ ୟୁ’। ଏହା ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ ଅର୍ଜୁନ ନିଜ ଭଉଣୀଙ୍କୁ କେତେ ଭଲ ପାଆନ୍ତି। ଅର୍ଜୁନ ବଲିଉଡରେ ଏକ ଦଶନ୍ଧି ପୂରଣ କରିଛନ୍ତି। ଅର୍ଜୁନ ୨୦୧୨ରେ ଫିଲ୍ମ ‘ଇଶ୍କ୍‌ଜାଦେ’ରୁ ଅଭିନୟ କ୍ୟାରିୟର୍‌ ଆରମ୍ଭ କରିଥିଲେ। ପ୍ରଥମେ ତାଙ୍କ ପିତାଙ୍କ ପ୍ରଡକ୍ସନ୍ସ ନୋ ଏଣ୍ଟ୍ରି ଏବଂ ୱାଣ୍ଟେଡରେ ସହଯୋଗୀ ପ୍ରଡ୍ୟୁସର ଭାବରେ କାର୍ଯ୍ୟ କରିଥିଲେ। ଅର୍ଜୁନ ‘ଗୁଣ୍ଡା’, ‘ଟୁ-ଷ୍ଟେଟ୍ସ, ‘ଫାଇଣ୍ଡିଙ୍ଗ୍‌ ଫ୍ୟାନି’, ‘କି ଆଣ୍ଡ କା’, ‘ତେଭର୍‌’ରେ ଅଭିନୟ କରିଛନ୍ତି। ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ସନ୍ଦୀପ ଅର ପିଙ୍କି ଫରାର’ରେ ଦୃଢ ଅଭିନୟ ପାଇଁ ଅର୍ଜୁନ କପୁରଙ୍କୁ ପ୍ରଶଂସା କରାଯାଇଥିଲା। ନେଟଫ୍ଲିକ୍ସରେ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ସର୍ଦ୍ଦାର କା ଗ୍ରାଣ୍ଡ୍‌ସନ୍‌’ରେ ମଧ୍ୟ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ...

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri