ରିଲିଜ୍‌ ପୂର୍ବରୁ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଲା ଝଟ୍‌କା

ମୁମ୍ବାଇ: ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଇଣ୍ଡିଆସ୍‌ ମୋଷ୍ଟ ଓ୍ବାଣ୍ଟେଡ’କୁ ଲାଗିଛି ଝଟ୍‌କା। ରିଲିଜ୍‌ ପୂର୍ବରୁ ସେନ୍‌ସର ବୋର୍ଡ ଏଥିରେ ଥିବା କିଛି ବିବାଦୀୟ ସିନ୍‌ ହଟାଇବାକୁ କହିଛି। ନିକଟରେ ଏହାର ଟ୍ରେଲର୍‌ ରିଲଜ୍‌ ହୋଇଥିବା ବେଳେ ଆସନ୍ତା ୨୪ରେ ଏହା ପରଦା ଉପରକୁ ଆସି ଥାଆନ୍ତା। ହେଲେ ଏଥିରେ ଥିବା କିଛି ସିନ୍‌ ହିନ୍ଦୁ ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇବା ଦର୍ଶାଇ ସେନ୍‌ସର ବୋର୍ଡ ସେଗୁଡିକୁ ହଟାଇ ଦେଇଥିବା ଜଣାପଡିଛି। ଫିଲ୍ମ ମେକରଙ୍କ କହିବା କଥା ହେଲା ଭଗପାନ କୃଷ୍ଣ ଓ କୋରାନ ଉପରେ ଯେଉଁ କେତୋଟି ସିନ୍‌ ଥିଲା ତାକୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଖୋଜୁଛି ସୁଶାନ୍ତଙ୍କ ଆତ୍ମହତ୍ୟା ପଛର କାରଣ: ଏଯାଏ ୨୬ଜଣଙ୍କୁ ଜେରା

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପୋଲିସ ଏପର୍ଯ୍ୟନ୍ତ ୨୬ ଜଣଙ୍କୁ ପଚରାଉଚରା କରିଛି। ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାୟ ୯ଘଣ୍ଟା ଧରି ପୋଲିସ ପଚରାଉଚରା କରିଥିଲା। ଏଥିରେ ରିୟା...

କ୍ଷମା ମାଗିଲେ ବିଗ୍‌ ବି

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବିଗ ବି ପ୍ରାୟତଃ ପ୍ରଶଂସକଙ୍କ ସହିତ ତାଙ୍କ ଜୀବନ ସହିତ ଜଡିତ ଅନେକ ପ୍ରସଙ୍ଗ...

ପରପାରିରେ ଅଭିନେତ୍ରୀ ଗୌହରଙ୍କ ପିତା

ବମ୍ବେ: ପ୍ରତି ସନ୍ତାନ ଜୀବନରେ ମାତାପିତାଙ୍କ ସ୍ଥାନ ସ୍ବତନ୍ତ୍ର। ଏଣୁ କେହି ଜଣେ ହାତ ଛାଡ଼ି ଦେଲେ ଶୂନ୍ୟସ୍ଥାନ ସୃଷ୍ଟି ହେବା ନିଶ୍ଚିତ। ସେଭଳି କିଛି...

ଝିଅକୁ ଏମିତି ମା’ ରୂପରେ ଦେଖିବାକୁ ଚାହାନ୍ତି ଅନିଲ

ମୁମ୍ବାଇ,୧୬ା୬: ବଲିଉଡ୍‌ ଅଭିନେତା ଅନିଲ କପୁର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯୁଗ୍‌ ଯୁଗ୍‌ ଜିଓ’ର ପ୍ରମୋଶନରେ ବ୍ୟସ୍ତ ଥିବାବେଳେ ନାତୁଣୀ କି ନାତିଙ୍କୁ ସ୍ବାଗତ କରିବାକୁ...

ଏହି ଯୁବକଙ୍କ ଯୋଗୁ ରାତାରାତି ବଦଳିଗଲା ରାନୁଙ୍କ ଭାଗ୍ୟ

ସୋସିଆଲ ମିଡିଆ ରାତାରାତି କାହାର ନା କାହାର ଭାଗ୍ୟ ବଦଳାଇ ଦେଉଛି। ସଦ୍ୟ ଉଦାହରଣ ହେଉଛନ୍ତି ରାନୁ ମଣ୍ଡଳ। ନିଜର କଣ୍ଠସ୍ବରରେ ରାନୁ ଇଣ୍ଟରନେଟ୍‌ରେ ଫ୍ୟାନ୍‌ଙ୍କ...

ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ବଡେ ଅଚ୍ଛେ ଲଗତେ ହୈ’ ଅଭିନେତା ରାମ କପୁରଙ୍କ ପିତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪...

ଫେରାର୍‌ ହେଲେ ରିୟା; ଖାଲି ହାତରେ ଫେରିଲା ପୋଲିସ !

ମୁମ୍ବାଇ, ୨୯।୭: ଦିଗଂବତ ବଲିଉଡ୍‌ ଯୁବ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୁଶାନ୍ତଙ୍କ ବାପା କେ.କେ....

‘ଆଦିପୁରୁଷ’ର ଶୁଟିଂ ଶେଷ

  ମୁମ୍ବାଇ: ଖୁବଶୀଘ୍ର ରିଲିଜ୍‌ ହେବାକୁ ଯାଉଛି ନିର୍ଦ୍ଦେଶକ ଓମ ରାଉତଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆଦିପୁରୁଷ’ । ଫିଲ୍ମ ନିର୍ଦ୍ଦେଶକ ଫିଲ୍ମର ଶୁଟିଂ ଶେଷ ହୋଇଥିବା...

Advertisement
Archives

Model This Week