ଅର୍ଜୁନ-ମଲାଇକାଙ୍କ ପ୍ୟାଚ୍‌ଅପ୍‌

ମୁମ୍ବାଇ: କେତେବେଳେ ବ୍ରେକ୍‌ଅପ୍‌ ତ କେତେବେଳେ ପ୍ୟାଚ୍‌ଅପ୍‌। ଖବରର ଶିରୋନାମାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। କିଛିଦିନ ଧରି ଉଭୟ ବାଟ ଅଲଗା କରିନେଇଥିବା କୁହାଯାଉଥିଲା। ହେଲେ ଏବେ ତାହା ମିଛ ଲାଗିଲାଣି। କହିବାର ଅର୍ଥ ଦୁହିଁଙ୍କର କୁଆଡେ ପ୍ୟାଚ୍‌ଅପ୍‌ ହୋଇଯାଇଛି ବୋଲି ଚର୍ଚ୍ଚା ଜୋର ଧରିଛି।
ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେରେ ହଜବ୍ୟାଣ୍ଡ କି ବିଓ୍ବି ’। ଏଥିରେ ଅର୍ଜୁନ ଅଭିନେତ୍ରୀ ଭୂମି ପେଡନେକର, ରକୁଲ ପ୍ରିତ ସିଂଙ୍କ ସହ ନଜର ଆସିବେ। ଫେବୃୟାରୀ ୨୧ରେ ଏହା ସିନେମାଘରେ ରିଲିଜ ହେବ। ତେବେ ଏହାକୁ ନେଇ ଅର୍ଜୁନ ଏବେ ପ୍ରମୋଶନରେ ବ୍ୟସ୍ତ ରହୁଛନ୍ତି। ଏହିପରି ଭାବେ ସେ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ବେଷ୍ଟ ଡ୍ୟାନ୍ସର’ ଭର୍ସେସ୍‌ ‘ସୁପର ଡ୍ୟାନ୍ସର’ମଞ୍ଚରେ ପହଞ୍ଚିଥିଲେ। ଏଥିରେ ମଲାଇକା ବିଚାରପତି ଆସନ ଅଳଙ୍କୃତ କରିଛନ୍ତି। ଶୋ’ରେ ହିଁ ଦୁଇ ଲଭବାର୍ଡ ମୁହାଁମୁହିଁ ହୋଇଯାଇଛନ୍ତି।
ଶୋ’ରେ ଅର୍ଜୁନ ମଲାଇକାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଅଭିନେତ୍ରୀଙ୍କ ନୃତ୍ୟ ତାଙ୍କୁ ମତୁଆଲା କରେ। ସେସବୁକୁ କହିବାକୁ ଭାଷା ମିଳେନା ବୋଲି ଅର୍ଜୁନ କହିିଛନ୍ତି। ମଲାଇକା ହସ ହସ ମୁହଁରେ ହଁ କହୁଥିବାର ପ୍ରମୋ ଭିଡିଓ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ…

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri