ଅର୍ଜୁନ-ମଲାଇକାଙ୍କ ପ୍ୟାଚ୍‌ଅପ୍‌

ମୁମ୍ବାଇ: କେତେବେଳେ ବ୍ରେକ୍‌ଅପ୍‌ ତ କେତେବେଳେ ପ୍ୟାଚ୍‌ଅପ୍‌। ଖବରର ଶିରୋନାମାରେ ରହିବାକୁ ପସନ୍ଦ କରନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। କିଛିଦିନ ଧରି ଉଭୟ ବାଟ ଅଲଗା କରିନେଇଥିବା କୁହାଯାଉଥିଲା। ହେଲେ ଏବେ ତାହା ମିଛ ଲାଗିଲାଣି। କହିବାର ଅର୍ଥ ଦୁହିଁଙ୍କର କୁଆଡେ ପ୍ୟାଚ୍‌ଅପ୍‌ ହୋଇଯାଇଛି ବୋଲି ଚର୍ଚ୍ଚା ଜୋର ଧରିଛି।
ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେରେ ହଜବ୍ୟାଣ୍ଡ କି ବିଓ୍ବି ’। ଏଥିରେ ଅର୍ଜୁନ ଅଭିନେତ୍ରୀ ଭୂମି ପେଡନେକର, ରକୁଲ ପ୍ରିତ ସିଂଙ୍କ ସହ ନଜର ଆସିବେ। ଫେବୃୟାରୀ ୨୧ରେ ଏହା ସିନେମାଘରେ ରିଲିଜ ହେବ। ତେବେ ଏହାକୁ ନେଇ ଅର୍ଜୁନ ଏବେ ପ୍ରମୋଶନରେ ବ୍ୟସ୍ତ ରହୁଛନ୍ତି। ଏହିପରି ଭାବେ ସେ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ବେଷ୍ଟ ଡ୍ୟାନ୍ସର’ ଭର୍ସେସ୍‌ ‘ସୁପର ଡ୍ୟାନ୍ସର’ମଞ୍ଚରେ ପହଞ୍ଚିଥିଲେ। ଏଥିରେ ମଲାଇକା ବିଚାରପତି ଆସନ ଅଳଙ୍କୃତ କରିଛନ୍ତି। ଶୋ’ରେ ହିଁ ଦୁଇ ଲଭବାର୍ଡ ମୁହାଁମୁହିଁ ହୋଇଯାଇଛନ୍ତି।
ଶୋ’ରେ ଅର୍ଜୁନ ମଲାଇକାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଅଭିନେତ୍ରୀଙ୍କ ନୃତ୍ୟ ତାଙ୍କୁ ମତୁଆଲା କରେ। ସେସବୁକୁ କହିବାକୁ ଭାଷା ମିଳେନା ବୋଲି ଅର୍ଜୁନ କହିିଛନ୍ତି। ମଲାଇକା ହସ ହସ ମୁହଁରେ ହଁ କହୁଥିବାର ପ୍ରମୋ ଭିଡିଓ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ...

ପୁଣି ଐଶର୍ଯ୍ୟାଙ୍କୁ ନେଇ ବଡ଼ ଖୁଲାସା କଲେ ଅଭିଷେକ, କହିଲେ ସେ ଫୋନରେ…

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ଚର୍ଚ୍ଚିତ କପଲଙ୍କ ମଧ୍ୟରୁ ଜଣେ। ଯଦିଓ ଗତବର୍ଷ ଏହି ଦମ୍ପତିଙ୍କ ମଧ୍ୟରେ ଛାଡପତ୍ରର ଗୁଜବ...

ପୁଣି ବାପା ହେବେ କି ରଣବୀର: ଦେଲେ ସଙ୍କେତ

ବଲିଉଡର ସବୁଠାରୁ ଚର୍ଚ୍ଚିତ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଝିଅ ରାହାଙ୍କ ସହ ସମୟ ବିତାଉଛନ୍ତି। ନଭେମ୍ବର ୨୦୨୨ ରାହା ଜନ୍ମ ପରଠାରୁ...

ଅମିତାଭଙ୍କ ଉତ୍ତରାଧିକାରୀ ହେବେ ନାହିଁ ଅଭିଷେକ? ଚମକାଇ ଦେଇଛି ବିଗ ବିଙ୍କ ଲାଟେଷ୍ଟ ପୋଷ୍ଟ

ମୁମ୍ବାଇ: ଅମିତାଭ ବଚ୍ଚନଙ୍କୁ ବଲିଉଡର ଶେହନଶାହା କୁହାଯାଏ। ସେ ଇଣ୍ଡଷ୍ଟ୍ରିକୁ ଅନେକ ହିଟ ଫିଲ୍ମ ଭେଟି ଦେଇଛନ୍ତି, ଯାହାକୁ କେବେ ଭୁଲି ହେବ ନାହିଁ। ତଥାପି,...

ଓକିଲ କଲେ ନିଶ୍ଚିତ: ଆନୁଷ୍ଠାନିକ ଭାବେ ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା

ମୁମ୍ବାଇ,୨୦ା୩: ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା...

ବେଆଇନ ବେଟିଂ ଆପ୍‌ ପ୍ରଚାର କରିବା ଅଭିଯୋଗ: ୨୫ ସେଲିବ୍ରେଟିଙ୍କ ନାଁରେ ମାମଲା

ହାଇଦ୍ରାବାଦ, ୨୦।୩: ତେଲେଙ୍ଗାନା ପୋଲିସ ଅବୈଧ ବେଟିଂ ଆପ୍‌କୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ରାଣା ଦଗ୍ଗୁବାତି, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଏବଂ ନିଧି ଅଗ୍ରୱାଲଙ୍କ...

କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍‌ଏସ୍‌ଏମ୍‌ବି-୨୯ ଟିମ୍‌

କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍‌ର ଦେଶୀ...

‘ସିକନ୍ଦର ନାଚେ’ରେ ସଲମାନଙ୍କ ଡବ୍‌କେ ଡ୍ୟାନ୍ସ

ମୁମ୍ବାଇ: ଅଭିନେତା ସଲମାନ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ସିକନ୍ଦର’ର ଆଉ ଏକ ଗୀତ ‘ସିକନ୍ଦର ନାଚେ’କୁ ମଙ୍ଗଳବାର ରିଲିଜ୍‌ କରାଯାଇଛି। ସୋମବାର ଏହାର ଟିଜରକୁ ଜାରି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri