ଗର୍ଲ ଫ୍ରେଣ୍ଡଙ୍କୁ କେବେ ବିବାହ କରିବେ ନାହିଁ ଅର୍ଜୁନ ରାମପାଲ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ଏବେ ଲିଭଇନ୍ ରିଲେସନଶିପରେ ଅଛନ୍ତି । ସେ ଓ ତାଙ୍କ ଗର୍ଲ ଫ୍ରେଣ୍ଡ ଗେବ୍ରିଏଲା ଡେମୋଟ୍ରିଏଡ୍‌ସଙ୍କୁ ବଲିଉଡର ଚର୍ଚ୍ଚତ କପୁଲ ବୋଲି କୁହାଯାଇଥାଏ । ଏହି କପୁଲ ଏକ ପୁତ୍ର ସନ୍ତାନ ଏରିକଙ୍କ ଅଭିଭାବକ ଅଟନ୍ତି । ସୂଚନାଯୋଗ୍ୟ, ୨୦୧୯ରେ ଗେବ୍ରିଏଲା, ଅର୍ଜୁନଙ୍କୁ ବିବାହ କରିବା ପୂର୍ବରୁ ମାଆ ହୋଇଯାଇଥିଲେ । ଏବେ ତାଙ୍କ ପୁଅ ୩ ବର୍ଷର ହେବାକୁ ଯାଉଛି । ଏହାପରେ ବି ଏହି କପୁଲ କେବେ ବିବାହ କରିବାର ଯୋଜନା କରି ନାହାନ୍ତି । କିଛିଦିନ ତଳେ ଅର୍ଜୁନ ଏକ ସାକ୍ଷାତକାରରେ କହିଥିଲେ କି ସେ ଓ ଗେବ୍ରିଏଲାଙ୍କ ବିବାହକୁ କୌଣସି ମାନ୍ୟତା ବା କାଗଜ ଫର୍ଦ୍ଦର ଆଶ୍ୟକତା ନାହିଁ । କାରଣ ଆମ ଅନମ୍ୟାରେଡ ଲାଇଫ କୌଣସି କପୁଲଠାରୁ କମ୍ ନୁହେଁ ।
ସୂଚନାଯୋଗ୍ୟ, ବଲିଉଡର ଏହି ସୁପର କପଲ ଲିଭ-ଇନ ରିଲେସନଶିପରେ ଅଛନ୍ତି ଓ ପୁଅର ଦେଖାରଖା କରୁଛନ୍ତି । ପ୍ରଥମେ ଅର୍ଜୁନ ରାମପାଲ ମଡେଲ ମେହର ଜେସିୟାଙ୍କୁ ବିବାହ କରିଥିଲେ ହେଲେ ଏବେ ସେମାନେ ଅଲଗା ହୋଇଯାଇଛନ୍ତି । ଏାମନେ ମେ’ ୨୦୧୮ରେ ଅଲଗା ହୋଇଯାଇଛନ୍ତି । ଏମାନଙ୍କର ଦୁଇଟି ଝିଅ ମାହିକା ଓ ମାୟରା ଅଛନ୍ତି । ଏମାନେ ମାତା ମେହରଙ୍କ ସହ ରୁହନ୍ତି । ଗେବ୍ରିଏଲା ବି ଜଣେ ମଡେଲ ଓ ତାଙ୍କ ପୁଅ ଏରିକ ୧୮ ଜୁଲାଇ ୨୦୧୯ରେ ଜନ୍ମ ନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri