ପ୍ରେମିକାଙ୍କୁ ସର୍‌ପ୍ରାଇଜ୍‌ ଦେଲେ ଅର୍ଜୁନ

ନିକଟରେ ଅଭିନେତ୍ରୀ ମଲାଇକା ଆରୋରା ପ୍ରେମିକ ଅର୍ଜୁନ କପୁର ସହ ମାଳଦ୍ୱୀପ ଛୁଟିରୁ ଫେରିଛନ୍ତି। ଏଠାରେ ଦୁହେଁ ଖୋଲାଖୋଲି ଉପଭୋଗ କରିଥିଲେ। ସେଠାକୁ ଫେରିବା ପରେ ମଧ୍ୟ ଏହି ଛୁଟିଦିନର ଆନନ୍ଦ ଉଭୟ ଭୁଲି ପାରୁ ନାହାନ୍ତି। ବିଶେଷକରି ଅର୍ଜୁନ ଏହି ଦିନ ଗୁଡିକୁ ମନେ ପକାଇ ଫଟୋ ଏବଂ ଭିଡିଓ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରୁଛନ୍ତି। ମାଳଦ୍ୱୀପରେ ଅର୍ଜୁନ ପ୍ରେମିକାଙ୍କୁ ଏକ ବିଶେଷ ସରପ୍ରାଇଜ୍‌ ଦେଇଥିଲେ। ଏହାର ଅର୍ଜୁନ ଶେୟାର କରିଛନ୍ତି।

Arjun Kapoor surprises Malaika Arora in Maldives, arrange a romantic dinner date for his lady love, watch video

ମଲାଇକାଙ୍କୁ ଖୁସିରେ ରଖିବା ପାଇଁ ପାଇଁ ଅର୍ଜୁନ ସବୁକିଛି କରନ୍ତି। ମାଲଦ୍ୱୀପରେ ଏହାର ପ୍ରମାଣ ଦେଖିବାକୁ ମିଳିଛି। ଅର୍ଜୁନ ପ୍ରେମିକାଙ୍କ ପାଇଁ ଏକ ରୋମାଣ୍ଟିକ ରାତ୍ରୀ ଭୋଜନ ଆୟୋଜନ କରିଥିଲେ। ସେ ଶେୟାର କରିଥିବା ଭିଡିଓରେ ଦେଖାଯାଉଛି ଯେ, ସମୁଦ୍ର କୂଳରେ ହୃଦୟ ଆକାରର ଲାଇଟ୍‌ ସଜାଯାଇଛି। ଏକ ଟେବୁଲ୍‌ ରଖାଯାଇଛି। ମଲାଇକା ଏହା ଦେଖି ଆଶ୍ଚର୍ଯ୍ୟ ହେବା ସହ ବହୁତ ଖୁସି ହୋଇଯାଉଛନ୍ତି। ଏହି ଭିଡିଓର ବ୍ୟାକ୍‌ଗ୍ରାଉଣ୍ଡରେ ଏକ ଭଲ ଗୀତ ମଧ୍ୟ ବାଜୁଛି । ଏହାପୂର୍ବରୁ ଅର୍ଜୁନ ଅନ୍ୟ ଏକ ଭିଡିଓ ଶେୟାର କରିଥିଲେ, ଯେଉଁଥିରେ ଉଭୟ ସୁଇମିଙ୍ଗ୍‌ ପୁଲ୍‌ରେ ଉପଭୋଗ କରୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri