Posted inଖେଳ

ଅମିତ, ବୀରେନ୍ଦ୍ରଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୩।୧୧: ରାଜ୍ୟର ପ୍ରଥମ ଖେଳାଳି ଭାବେ ପାରା ଆଥ୍‌ଲେଟ ପ୍ରମୋଦ ଭଗତ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇଛନ୍ତି। ପୁରସ୍କାର ବାବଦରେ ପ୍ରମୋଦଙ୍କୁ ନଗଦ ୨୫ ଲକ୍ଷ ଟଙ୍କା ଓ ଏକ ପଦକ ସମେତ ମାନପତ୍ର ପ୍ରଦାନ କରାଯାଇଛି। ପୂର୍ବରୁ ୨୦୧୯ରେ ପ୍ରମୋଦଙ୍କୁ ଅର୍ଜୁନ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା।
ସେହିପରି ଶନିବାର ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କ ସମେତ ୩୫ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଥିଲେ। ଏହି ଉତ୍ସବରେ ଟୋକିଓ ଅଲିମ୍ପିକ୍ସ ଜାଭେଲିନ ଥ୍ରୋ’ରେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ନୀରଜ ଚୋପ୍ରା ମୁଖ୍ୟ ଆକର୍ଷଣ ଥିଲେ। ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଓ ପୂର୍ବତନ କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri