Posted inଜାତୀୟ

ଦିଲ୍ଲୀରେ ଦୁମକା କାଣ୍ଡ: କଥା ନ ଶୁଣିବାରୁ ଛାତ୍ରୀଙ୍କୁ ଗୁଳିକଲେ ଅମାନତ ଅଲ୍ଲି

ନୂଆଦିଲ୍ଲୀ,୧ ।୯: ଦକ୍ଷିଣ ଦିଲ୍ଲୀର ସଙ୍ଗମ ବିହାର ଅଞ୍ଚଳରେ ଏକାଦଶ ଶ୍ରେଣୀର ଛାତ୍ରୀଙ୍କୁ ଅଗଷ୍ଟ ୨୫ରେ ଗୁଳି ମାରିଥିବା ଅଭିଯୁକ୍ତ ଅମାନତ ଅଲ୍ଲୀଙ୍କୁ ପୋଲିସ ଗିରଫ କରିଛି । ଛାତ୍ରୀ ସୋସିଆଲ ମିଡିଆ ଜରିଆରେ ଅଭିଯୁକ୍ତଙ୍କ ସମ୍ପର୍କରେ ଥିବା ବେଳେ ଅଭିଯୁକ୍ତଙ୍କ ସହ କଥା ହେବା ବନ୍ଦ କରି ଦେଇଥିଲା ।

ଅଭିଯୁକ୍ତଙ୍କୁ ପଚାରିବା ସମୟରେ ସେ କହିଛନ୍ତି ଛାତ୍ରୀ ଜଣକ ତାଙ୍କ ସହ କଥା ବନ୍ଦ କରିଦେବାରୁ ସେ ତାଙ୍କୁ ହତ୍ୟା କରିବାକୁ ନିଷ୍ୱତ୍ତି ନେଇଥିଲେ । ଏଥିପାଇଁ ସେ ତାଙ୍କ ସହଯୋଗୀ ବବି ଓ ପବନଙ୍କୁ ସମ୍ପର୍କ କରିଥିଲେ । ଘଟଣା ସମୟରେ ପୀଡ଼ିତା ଛାତ୍ରୀ ସ୍କୁଲରୁ ଘରକୁ ଫେରୁଥିଲେ । ସେହି ସମୟରେ ଅଭିଯୁକ୍ତ ତାଙ୍କୁ ରାସ୍ତାରେ ଅଟକାଇ ଗୁଳି କରି ଫେରାର ହୋଇଯାଇଥିଲେ । ଗୁରୁତର ଆହତ ଛାତ୍ରୀଙ୍କୁ ବତ୍ରା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ଏବେ ତାଙ୍କର ଚିକିତ୍ସା ଚାଲିଛି ।
ଦକ୍ଷିଣ ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଛାତ୍ରୀ ଜଣଙ୍କ ଗଳି ନମ୍ବର ୬ ଏ. ଇ ବ୍ଲକରେ ରହୁଛନ୍ତି । ସେ କେମ୍ପ୍ରିଜ ଇଣ୍ଟନ୍ୟାଶନାଲ ସ୍କୁଲରେ ଏକାଦଶ ଶ୍ରେଣୀରେ ପଢୁଛନ୍ତି । ଘଟଣା ଦିନ ଅର୍ଥାତ୍ ଅଗଷ୍ଟ ୨୫ରେ ସେ ତାଙ୍କ ମା’ ଓ ସାନ ଭାଇଙ୍କ ସହ ସ୍କୁଲରୁ ଫେରୁୁଥିବା ବେଳେ ଅଭିଯୁକ୍ତଙ୍କ ସହଯୋଗୀ ତାଙ୍କୁ ଗୁଳିକରି ସେଠାରୁ ଫେରାର ହୋଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri