ଅରମାନ ଏବଂ ଦୁଇ ପତ୍ନୀଙ୍କ ଜୀବନ ପ୍ରତି ବିପଦ? କହିଲେ- ବନ୍ଧୁକର ଲାଇସେନ୍ସ ଦିଅ…

ମୁମ୍ବାଇ: ନିଜର ବ୍ୟକ୍ତିଗତ ଜୀବନକୁ ନେଇ ସମାଲୋଚିତ ହୋଇଆସିଛନ୍ତି ୟୁଟ୍ୟୁବର ଅରମାନ ମଲିକ। ଦୁଇ ପତ୍ନୀଙ୍କ ସହ ତାଙ୍କର ସଂସାର ଚର୍ଚ୍ଚାରେ ରହିଥାଏ। ସେମାନେ ବ୍ଲଗ୍‌ କରିବା ସହ ବିଗ୍‌ ବସ୍‌ ଓଟିଟିରେ ନଜର ଆସିଥିଲେ। ଏବେ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ତାଙ୍କୁ ଏବଂ ତାଙ୍କ ପରିବାରର ଜୀବନ ପ୍ରତି ବିପଦ ଥିବା କହିଛନ୍ତି। ଏମିତିରେ ୟୁଟ୍ୟୁବର ପୋଲିସଠାରୁ ବନ୍ଧୁକର ଲାଇସେନ୍ସ ଲାଗି ଦାବି କରିଛନ୍ତି।

ଅରମାନ ପୋଷ୍ଟରେ କହିଛନ୍ତି, ଗତ କିଛି ସମୟ ଧରି ମୋତେ ଲଗାତାର ଭାବେ ଧମକ ମିଳୁଛି। ମୋତେ ଏବଂ ମୋ ପରିବାରକୁ କ୍ଷତି ପହଞ୍ଚାଇବେ ବୋଲି କହୁଛନ୍ତି। ଏସବୁ ସତ୍ତ୍ୱେ ଆଇନ ବ୍ୟବସ୍ଥା ଉପରେ ମୋର ବିଶ୍ୱାସ ରହିଛି। ମୁଁ ଅଭିଯୋଗ କରିଛି, ଚିଠି ପଠାଇଛି, ସହାୟତା ମାଗିଛି। ହେଲେ ଏବେ ବି ବିପଦ ପୂର୍ବଭଳି ରହିଛି। ସୁରକ୍ଷା ଲାଗି ବନ୍ଧୁକ ରଖିବାର ଲାଇସେନ୍ସ ଦାବି କରିଥିଲି। ହେଲେ ମୋ’ ଉପରେ ମାମଲା ଚାଲିଥିବା କହି ରିଜେକ୍ଟ କରିଦିଆଯାଉଛି। ଏହା ମିଛ, କୋର୍ଟରେ କେସ୍‌ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri