Posted inଫୁରସତ

ଦେଶ ସୁରକ୍ଷା କରୁଥିବା ଯବାନଙ୍କ ପରିବାର ଦାୟିତ୍ୱ ସାଧାରଣ ଜନତାଙ୍କର

ଆର୍ମଡ୍‌ ଫୋର୍ସ ଫ୍ଲାଗ୍‌ ଡେ ଭାରତର ସଶସ୍ତ୍ର ବାହିନୀର ସୈନିକମାନଙ୍କୁ ସମ୍ମାନିତ କରିବା ପାଇଁ ଉତ୍ସର୍ଗୀକୃତ ଦିନଟିଏ। ୧୯୪୯ରୁ ଡିସେମ୍ବର ୭ ରେ ଏହା ପ୍ରତିବର୍ଷ ଭାରତରେ ପାଳନ କରାଯାଉଛି। ଭାରତ ସ୍ବାଧୀନତା ହାସଲ କରିବା ପରେ ତୁରନ୍ତ ଏହାର ପ୍ରତିରକ୍ଷା କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାର ଚିନ୍ତା କରିଥିଲେ। ୨୮ ଅଗଷ୍ଟ ୧୯୪୯ରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧୀନରେ ଗଠିତ ଏକ କମିଟି ପ୍ରତିବର୍ଷ ଡିସେମ୍ବର ୭ ରେ ଏହି ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ଦିବସ ଅଧିକ ଗୁରୁତ୍ୱ ବହନକରେ, କାରଣ ଏହା ବିବେଚନା କରେ ଯେ ଦେଶ ପାଇଁ ସଂଗ୍ରାମ କରୁଥିବା ସଶସ୍ତ୍ର ବାହିନୀର ପରିବାର ଏବଂ ନିର୍ଭରଶୀଳଙ୍କ ଯତ୍ନ ଥେନବା ଭାରତର ସାଧାରଣ ନାଗରିକଙ୍କ ଦାୟିତ୍ୱ।
ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ୭ଡିସେମ୍ବର ୧୯୫୪ରେ କହିଥିଲେ, ଦେଶର ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ସଶସ୍ତ୍ର ବାହିନୀର ଯବାନମାନଙ୍କୁ ସହାୟତା କରିବାର ଗୋଟିଏ ଉପାୟ ହେଉଛି ଫ୍ଲାଗ୍‌ ଡେ ପାଣ୍ଠିରେ ଯୋଗଦାନ କରିବା। ଏହି ଦିବସରେ ଭାରତୀୟ ସଶସ୍ତ୍ର ବାହିନୀର ସମସ୍ତ ତିନୋଟି ଶାଖା, ଭାରତୀୟ ସ୍ଥଳସେନା, ଭାରତୀୟ ବାୟୁସେନା ଏବଂ ଭାରତୀୟ ନୌସେନା ପକ୍ଷରୁ ବିଭିନ୍ନ ଶୋ, କାର୍ନିଭାଲ, ଡ୍ରାମା ଏବଂ ଅନ୍ୟାନ୍ୟ ମନୋରଞ୍ଜନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri