ବଢ଼ିବ ଚାଷୀ ପଞ୍ଜୀକରଣ ଅବଧି: ଜାଣନ୍ତୁ କେତେ ଦିନ

ଭୁବନେଶ୍ୱର,୨୭।୮: ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ତେବେ କେତେ ଦିନ ବଢ଼ିବ ଖୁବ ଶୀଘ୍ର ଘୋଷଣା ହେବ ବୋଲି ସେ କହିଛନ୍ତି। ଆଉ ସପ୍ତାହେ ବଢ଼ାଇବାକୁ ପ୍ରସ୍ତାବ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଦେଓ, ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି। ଖୁବ ଶୀଘ୍ର ଘୋଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri