Posted inଜାତୀୟ

ପଞ୍ଜାବ ଆସି କୃଷି ଆଇନର ସୁବିଧା ବୁଝାନ୍ତୁ ହେମା, ଆମେ ଉଠାଇବୁ ଖର୍ଚ୍ଚ: କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୧୮ ।୧: କେନ୍ଦ୍ରର କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ୫୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି । ମଙ୍ଗଳବାର କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ୧୦ମ ପର୍ଯ୍ୟାୟ ବୈଠକ ହେବାର ଅଛି । ଇତିମଧ୍ୟରେ ପଞ୍ଜାବର କୃଷକ ସଙ୍ଗଠନ କାନ୍ଧି କିଷାନ ସଂଘର୍ଷ କମିଟି(କେକେଏସ୍‌ସି) ମଥୁରାର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀଙ୍କୁ ପଞ୍ଜାବ ନିମନ୍ତ୍ରଣ କରିଛନ୍ତି । କୃଷକ ସଙ୍ଗଠନ କହିଛି ହେମାମାଳିନୀ ପଞ୍ଜାବ ଆସନ୍ତୁ ଓ କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ସମ୍ପର୍କରେ ଆମକୁ ବୁଝାଇ ଦିଅନ୍ତୁ । କୃଷକ ସଙ୍ଗଠନ ଆହୁରି ମଧ୍ୟ କହିଛି ହେମାମାଳିନୀ ପଞ୍ଜାବ ଆସିବାର ଟିକେଟ ଓ ଫାଇଭଷ୍ଟାର ହୋଟେଲର ଗୋଟିଏ ସପ୍ତାହର ଖର୍ଚ୍ଚ ଆମେ ବହନ କରିବୁ । କୃଷକ ଆନ୍ଦୋଳନକୁ ନେଇ ହେମା ଏକ ମନ୍ତବ୍ୟ ଦେବା ପରେ ସଙ୍ଗଠନ ପକ୍ଷରୁ ଏଭଳି ନିମନ୍ତ୍ରଣ ଦିଆଯାଇଛି । ହେମା କହିଥିଲେ କି କୃଷକ ଜାଣନ୍ତି ନାହିଁ ତାଙ୍କ୍‌ୁ କ’ଣ ଦରକାର । ସେମାନଙ୍କ ପାଖରେ କୌଣସି ଏଜେଣ୍ଡା ନାହିଁ । ସେମାନେ ବିପକ୍ଷଙ୍କ କଥାରେ କୃଷକମାନେ ଏଭଳି ଆନ୍ଦୋଳନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri