କୋଲାମ୍,୨୬ା୯:କେରଳରେ କେତେଜଣ ଦୁର୍ବୃତ୍ତ ଭାରତୀୟ ସୈନ୍ୟ ବାହିନୀର ଜଣେ ଯବାନଙ୍କୁ ରବିବାର ରାତିରେ ଆକ୍ରମଣ କରିବା ସହ ତାଙ୍କ ପିଠିରେ ‘ପିଏଫ୍ଆଇ’ ଲେଖିଛନ୍ତି। କୋଲାମ ଜିଲା କଡକ୍କଲ ସହର ପୋଲିସ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଆକ୍ରମଣର ସମ୍ମୁଖୀନ ହୋଇଥିବା ଶାଇନ୍ କୁମାରଙ୍କ କହିବା ଅନୁଯାୟୀ, ତାଙ୍କ ଘର ନିକଟରେ ଥିବା ରବର ଜଙ୍ଗଲରେ ୬ ଜଣ ଲୋକ ତାଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ସେମାନେ ଯବାନଙ୍କ ହାତ ବାନ୍ଧିଦେଇ ପିଠିରେ କଳା ଓ ସବୁଜ ରଙ୍ଗରେ ପିଏଫ୍ଆଇ ଲେଖିଥିଲେ। ପିଏଫ୍ଆଇ ବେଆଇନ ଘୋଷିତ ଇସ୍ଲାମିକ୍ ସଂଗଠନ ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ ହୋଇପାରେ ବୋଲି କୁହାଯାଉଛି।
ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…
ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…
ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…
ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…
ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର
ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…
ରଙ୍ଗ ରୁଟ୍ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର
କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…
ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ
ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…
ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍ରେ ଲୁଚାଯାଇଥିବା ଗାଡ଼ି ଜବତ
ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…
ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ
ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…
ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି
ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…
Archives

