ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର କଣ୍ଟ୍ରୋଲ ଲାଇନ ନିକଟରେ ହଠାତ୍ ଗ୍ରେନେଡ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପ୍ଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ଶହୀଦ ହୋଇଛନ୍ତି। ଏହାସହ ସ୍ଥଳ ସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର କଣ୍ଟ୍ରୋଲ ଲାଇନ ନିକଟରେ ହଠାତ୍ ଗ୍ରେନେଡ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପ୍ଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ଶହୀଦ ହୋଇଛନ୍ତି। ଏହାସହ ସ୍ଥଳ ସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…