Categories: ଜାତୀୟ

ଏଲ୍‌ଓସିରେ ଗ୍ରେନେଡ ବିସ୍ଫୋରଣ: ଆର୍ମି କ୍ୟାପ୍ଟେନଙ୍କ ସମେତ ୨ ଶହୀଦ

ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର କଣ୍ଟ୍ରୋଲ ଲାଇନ ନିକଟରେ ହଠାତ୍‌ ଗ୍ରେନେଡ ବିସ୍ଫୋରଣ ହୋଇଛି। ଏଥିରେ ଜଣେ ସେନା କ୍ୟାପ୍ଟେନ ଏବଂ ଜଣେ ଜୁନିଅର କମିଶନ ଅଫିସର ଶହୀଦ ହୋଇଛନ୍ତି। ଏହାସହ ସ୍ଥଳ ସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Share