Posted inଜାତୀୟ

୨୦୦ ଫୁଟ ଗଭୀର ଘାଇକୁ ଖସିଲା ସେନା ଗାଡ଼ି, ୧୦ ସେନା ଶହୀଦ

ନୂଆଦିଲ୍ଲୀ,୨୨।୧: ଜମ୍ମୁ ଓ କଶ୍ମୀରର ଡୋଡାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳ ଦେଇ ଯାଉଥିବା ସମୟରେ ଏକ ସେନା କାସପର ଗାଡ଼ି ଗଭୀର ଖାଇରେ ଖସି ପଡ଼ିଥିବା ଜଣାପଡିଛି । ଏଥିରେ ଦଶ ଜଣ ସୈନିକଙ୍କ ମୃତ୍ୟୁ ହୋଇଥିଲା ଏବଂ ଦଶଜଣ ଆହତ ହୋଇଥିବା ସୂଚନା ରହିଛି । ଡୋଡାର ଭାଦରୱାହ-ଚମ୍ବା ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । କାସପର ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇରେ ଖସି ପଡ଼ିଥିଲା। ସୈନିକମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଜଣେ ଅଧିକାରୀ କହିଛନ୍ତି ଯେ, କେଉଁ କାରଣ ଯୋଗୁଁ ଦୁର୍ଘଟଣା ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ଘଟଣା ପରେ ତୁରନ୍ତ ଉଦ୍ଧାର ଏବଂ ରିଲିଫ୍ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ଆହତ ସୈନିକମାନଙ୍କୁ ଦୁର୍ଘଟଣାସ୍ଥଳରୁ ବାହାର କରାଯାଇ ନିକଟସ୍ଥ ଏକ ମେଡିକାଲ୍ ସେଣ୍ଟରକୁ ନିଆଯାଇଥିଲା, ଯେଉଁଠାରେ ତିନି ଜଣ ସୈନିକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।

ଜମ୍ମୁ ଏବଂ କାଶ୍ମୀରର ଡୋଡା ଜିଲାର ସୁରକ୍ଷା ପରିସ୍ଥିତି ସମ୍ବେଦନଶୀଳ ରହିଛି। ଆତଙ୍କବାଦୀ କାର୍ଯ୍ୟକଳାପ ଏବଂ ସୁରକ୍ଷା ବାହିନୀର ଅପରେସନ ବୃଦ୍ଧି ପାଇଛି । ଡୋଡା ଜିଲାରେ ବିଶେଷକରି ପାର୍ବତ୍ୟ ଏବଂ ଜଙ୍ଗଲ ଅଞ୍ଚଳଗୁଡ଼ିକରେ ଆତଙ୍କବାଦୀଙ୍କ ଉପସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri