Posted inଜାତୀୟ

ପାକିସ୍ତାନକୁ ପୁଣି କଡ଼ା ଚେତାବନୀ ଦେଲେ ସ୍ଥଳସେନା ମୁଖ୍ୟ, କହିଲେ…

ନୂଆଦିଲ୍ଲୀ,୧୭।୧୧: ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ସୋମବାର ପଡ଼ୋଶୀ ପାକିସ୍ତାନକୁ ପୁଣି କଡ଼ା ଚେତାବନୀ ଦେଇଛନ୍ତି।

ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ସ୍ଥଳସେନା ମୁଖ୍ୟ ଜେନେରାଲ ଦ୍ବିବେଦୀ ଯୋଗଦେଇ ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇଚନ୍ତି। ସେ କହିଛନ୍ତି, ୮୮ ଘଣ୍ଟାର ଅପରେଶନ ସିନ୍ଦୂର ଏକ ଟ୍ରେଲର ଥିଲା, ପୂରା ଫିଲ୍ମ ଏବେଚ ବି ବାକି ରହିଛି। ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ। ଭାରତୀୟ ସେନା ଯେ, କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ଯଦି ପାକିସ୍ତାନ କିଛି ବି ସୁଯୋଗ ଦିଏ ଏହାର ଉଚିତ ଶିକ୍ଷା ଦିଆଯିବ ବୋଲି ଜେନେରାଲ ଦ୍ବିବେଦୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri