Posted inଜାତୀୟ

ଆମ ଧୈର୍ଯ୍ୟର ପରୀକ୍ଷା ନିଅ ନାହିଁ: ଚାଇନାକୁ ଚେତାବନୀ ଦେଲେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ଶୁକ୍ରବାର ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରାୱଣେ ଚାଇନା ଓ ପାକିସ୍ତାନକୁ ଏକ ପ୍ରକାର ଚେତାବନୀ ଦେଇଛନ୍ତି କହିଲେ ଚଳେ । ସେ କହିଛନ୍ତି ଆମ ଧୈର୍ଯ୍ୟର ପରୀକ୍ଷା ନିଅ ନାହିଁ । ଦିଲ୍ଲୀର କରିଅପ୍ପା ପରେଡ ପଡିଆରେ ପରେଡର ନିରୀକ୍ଷଣ ଓ ସେନାଙ୍କୁ ସେମାନଙ୍କ ବୀରତା ପାଇଁ ସମ୍ମାନୀତ କରିବା ପରେ ନରାୱଣେ ଏକ ସମ୍ବୋଧନରେ ପଡୋଶୀ ଦେଶର ପ୍ରକୃତିକୁ ନେଇ ଟିପ୍ପଣି ଦେଇଛନ୍ତି । ସେ କହିଥିଲେ ଗତବର୍ଷ ଆମ ପାଇଁ ଏକ ପ୍ରକାର ପରୀକ୍ଷାର ବର୍ଷ ଥିଲା । ଉତ୍ତର ସୀମାରେ ଚାଇନା ସହ ଚାଲିଥିବା ଉତ୍ତେଜନା ସମ୍ପର୍କରେ ସମସ୍ତଙ୍କୁ ଜଣା । ହେଲେ ଭାରତୀୟ ସେନା ସବୁ ସମୟରେ ଏହାର କଡା ଜବାବ ଦେଇ ଆସିଛନ୍ତି । ତେଣୁ ଏବେ ଆଉ ଆମ ଧୈର୍ଯ୍ୟର ପରୀକ୍ଷା ନ ନେବା ଭଲ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri