PoKରେ ସେନା-ଜନତା ମୁହାଁମୁହିଁ : ୧୨ ମୃତ

ନୂଆଦିଲ୍ଲୀ,୩।୧୦: ପାକିସ୍ତାନ ଅଧିକୃତ କଶ୍ମୀର(PoK)ରେ ସେନା-ଜନତା ମୁହାଁମୁହିଁ ହୋଇଛନ୍ତି। ପାକିସ୍ତାନ ସେନାର ଗୁଳିମାଡ଼ରେ ୧୨ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ବିକ୍ଷୋଭ ପ୍ରଦର୍ଶନ ବେଳେ ସ୍ଥିତି ଅଣାୟତ୍ତ ହେବାରୁ ପାକ୍‌ ସେନା ପକ୍ଷରୁ ଫାୟାରିଂ କରାଯାଇଥିଲା। ଗୁଳିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୧୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ଏନେଇ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ଦେଖା ଦେଇଛି।

ମୁଜାଫରାବାଦ, ରାୱଲକୋଟ, ନୀଲମ ଅଞ୍ଚଳରେ ଏହି ହିଂସାକାଣ୍ଡ ଘଟିଛି। ବିଭିନ୍ନ ଦାବି ପୂରଣ ନେଇ ସାଧାରଣ ଜନତା ରାଜରାସ୍ତାକୁ ଓହ୍ଲାଇଛନ୍ତି। ହେଲେ ପାକିସ୍ତାନ ସେନାର ବର୍ବରତାକୁ ଭାରତ କଡ଼ା ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri