Posted inରାଜ୍ୟ

ସୈନ୍ୟ ବାହିନୀ ପ୍ରବେଶିକା ପରୀକ୍ଷା, ୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ୨୦୨୩ ବର୍ଷ ପାଇଁ ସେନା ବାହିନୀରେ ନିଯୁକ୍ତି ନିମନ୍ତେ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଫେବ୍ରୁଆରୀ ୧୫ରୁ ଜାରି ରହିଥିବା ଅନଲାଇନ୍‌ ପଞ୍ଜୀକରଣ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ କଟକସ୍ଥିତ ସେନା ନିଯୁକ୍ତି କାର୍ଯ୍ୟାଳୟ(ଏଆର୍‌ଓ) ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହି ପରୀକ୍ଷା ସଂପର୍କିତ ତଥ୍ୟ www.joinindianarmy.nic.in ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri