Posted inରାଜ୍ୟ

ସୈନ୍ୟ ବାହିନୀ ପ୍ରବେଶିକା ପରୀକ୍ଷା, ୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଅନଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ୨୦୨୩ ବର୍ଷ ପାଇଁ ସେନା ବାହିନୀରେ ନିଯୁକ୍ତି ନିମନ୍ତେ ସାଧାରଣ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଫେବ୍ରୁଆରୀ ୧୫ରୁ ଜାରି ରହିଥିବା ଅନଲାଇନ୍‌ ପଞ୍ଜୀକରଣ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ କଟକସ୍ଥିତ ସେନା ନିଯୁକ୍ତି କାର୍ଯ୍ୟାଳୟ(ଏଆର୍‌ଓ) ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହି ପରୀକ୍ଷା ସଂପର୍କିତ ତଥ୍ୟ www.joinindianarmy.nic.in ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri